ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ଚାଷୀଙ୍କୁ ଶୁଣ୍ଢରେ ଟେକି କଚାଡ଼ି ଦେଲା ହାତୀ, ଘଟଣାସ୍ଥଳରେ ମୃତ୍ୟୁ

କାମାକ୍ଷାନଗର, ୨୮/୧୧ : ହାତୀ ଆକ୍ରମଣରେ ଚାଷୀ ମୃତ। ମହାବୀର ରୋଡ ରେଞ୍ଜ ନାଗେଶ୍ବର ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଘଟିଛି। ମୃତ ଚାଷୀ ହେଲେ ନାଗେଶ୍ବର ଗ୍ରାମର ବାଲିଆ ସିଂ।

ସୂଚନାନୁଯାୟୀ, ନାଗେଶ୍ବର ଗ୍ରାମର ବାଲିଆ ସିଂ ସୋମବାର ରାତିରେ ବିଲକୁ ଧାନ ଜଗିବାକୁ ଯାଇଥିବା ବେଳେ ହାତୀ ସହ ମୁହାଁମୁହିଁ ହୋଇ ଯାଇଥିଲେ। ହାତୀ ତାଙ୍କୁ ଶୁଣ୍ଢରେ ଟେକି କଚାଡିଦେବା ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା। ଖବର ପାଇ ବନବିଭାଗ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଥିଲେ। ପରିବାର ଲୋକେ ପହଞ୍ଚି ମୃତଦେହକୁ ଘରକୁ ଆଣିଥିଲେ। ଆଜି ସକାଳେ ମହାବୀର ରୋଡ ପୋଲିସ ପହଞ୍ଚି ଶବକୁ ଜବତ କରିବା ସହ ବ୍ୟବଛେଦ ପାଇଁ ପରଜଙ୍ଗ ଗୋଷ୍ଠି ସ୍ବାସ୍ଥ୍ୟ କେନ୍ଦ୍ରକୁ ପଠାଇବା ବ୍ୟବସ୍ଥା କରୁଛି। 



  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.