ପ୍ରମୂଖ ଖବର
  • ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଲେ ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ସିପି ରାଧାକ୍ରିଷ୍ଣନ
  • ||
  • ବାଲେଶ୍ବର ଏଫ୍‌ଏମ୍‌ ଜଲେଜ ଛାତ୍ରୀ ଆତ୍ମାହୁତି ମାମଲା,ମୁଖ୍ୟ ଅଭିଯୁକ୍ତ ସମୀର ସାହୁକୁ ରିମାଣ୍ଡରେ ନେବ କ୍ରାଇମ୍‌ବ୍ରାଞ୍ଚ
  • ||
  • ଏସଆଇଆର ଲଢେଇ, ନିର୍ବାଚନ କମିଶନଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବ ଆଣିପାରେ ବିରୋଧୀ
  • ||
  • ବିଜାପୁର ଜିଲ୍ଲାରେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ : ଜଣେ ଡିଆରଜି ଯବାନ ସହିଦ, ୩ ଗୁରୁତର
  • ||
  • ଭିଜିଲାନ୍ସ ଜାଲରେ ଜଳସେଚନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରା,ଏକକାଳୀନ ୮ ସ୍ଥାନରେ ଚାଲିଛି ଚଢ଼ାଉ
  • ||
  • ମୋହନା : ବିଷାକ୍ତ ଛତୁ ଖାଇ ଦୁଇ ପରିବାରର ୮ ସଦସ୍ୟ ଗୁରୁତର
  • ||
  • ତାମିଲନାଡୁ କପଡ଼ା ଶିଳ୍ପକୁ ଟ୍ରମ୍ପ ଟାରିଫ୍‌ ଝଟକା, ୨୦ ହଜାର ଫ୍ୟାକ୍ଟ୍ରିରେ ୩୦ ଲକ୍ଷ ଛଟେଇ ଆଶଙ୍କା
  • ||
  • ଏସିଆ କପ୍ ପାଇଁ ପାକିସ୍ତାନ ଦଳ ଘୋଷଣା, ବାବର-ରିଜୱାନ ବାଦ୍, ସେପ୍ଟେମ୍ୱର ୯ରୁ ଆରମ୍ଭ ହେବ ଟୁର୍ଣ୍ଣାମେଣ୍ଟ
  • ||
  • ବ୍ରହ୍ମପୁର : MKCG ମେଡିକାଲରେ ଅଗ୍ନିକାଣ୍ଡ, ସର୍ଟସର୍କିଟ୍‌ରୁ ମୁଖ୍ୟ ପରୀକ୍ଷାଗାର ସହ ବାୟୋ କେମିକାଲ୍ ସେକ୍ସନରେ ଲାଗିଲା ନିଆଁ
  • ||
  • ନାଇଜେରିଆରେ ଭୟଙ୍କର ବୋଟ୍ ଟ୍ରାଜେଡି : ମଝି ନଈରେ ଓଲଟିଲା ବୋଟ୍, ୧୦ ଉଦ୍ଧାର ୪୦ ନିଖୋଜ
  • ||
  • ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବଣଭୋଜି ବେଶ, ସନ୍ଧ୍ୟା ଧୂପ ପରେ ହେବ ଅର୍ଘାସୁର ଓ ବକାସୁର ବଦ୍ଧ ନୀତି
  • ||
  • ମାଲକାନଗିରିକୁ ରେଡ୍ ଆଲର୍ଟ, ଆଜି ପାଇଁ ଜିଲ୍ଲାରେ ସବୁ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା କଲେ ଜିଲ୍ଲାପାଳ
  • ||
  • ସୋମବାର ଅବପାତ ରୂପ ନେବ ଲଘୁଚାପ: ଦକ୍ଷିଣ ଓଡ଼ିଶାରେ ଅତି ଭୀଷଣ ବର୍ଷା ସମ୍ଭାବନା, ୩ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ
  • ||

ଇସ୍ରୋରେ ନିଯୁକ୍ତି ପାଇଲେ ଚାଷୀ ପୁଅ ବିନୟଭୂଷଣ, ଟେକ୍‌ନିକାଲ ଅଧିକାରୀ ଭାବେ କାମ କରିବେ

Published By : Manoj | August 18, 2025 12:10 PM

କମର୍ଦ୍ଦା,୧୮/୦୮: ଭୋଗରାଇ ବ୍ଲକ ଅନ୍ତର୍ଗତ ଦୁଡ଼ପଳ ପଞ୍ଚାୟତ ଅଧୀନ ସେହି ଗ୍ରାମର ଜଣେ ସାଧାରଣ ଚାଷୀ ଉପେନ୍ଦ୍ର ନାଥ କମିଳା, ମାତା  ଅଙ୍ଗନବାଡ଼ି କର୍ମୀ ସୀତାମଣୀ କାମିଳାଙ୍କ ଏକମାତ୍ର ପୁତ୍ର ବିନୟଭୂଷଣ ଭାରତୀୟ  ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ)ରେ ଟେକ୍‌ନିକାଲ ଅଧିକାରୀ ଭାବେ  ନିଯୁକ୍ତି ପାଇଛନ୍ତି । 

ସେ ମେଧାବୀ ଛାତ୍ର ଥିଲେ । ଏହି ସଫଳତା ପାଇଁ ବାପା,  ମା’, ପରିବାର, ବନ୍ଧୁବାନ୍ଧବ, ଶିକ୍ଷକଶିକ୍ଷୟିତ୍ରୀ, ଅଧ୍ୟାପକ ଅଧ୍ୟାପିକାମାନଙ୍କୁ  ଶ୍ରେୟ ଦେଇଛନ୍ତି । ଦୁଡ଼ପଳ ପଞ୍ଚାୟତ ସରପଞ୍ଚ ଚିତ୍ରଲେଖା ବେହେରା, ପ୍ରାକ୍ତନ  ସରପଞ୍ଚ ଅନାଦିନନ୍ଦନ ପାଳ, ପୂର୍ବତନ ସରପଞ୍ଚ କାର୍ତ୍ତିକ ଚନ୍ଦ୍ର ପାତ୍ର, ପୂର୍ବତନ  ସମିତି ସଭ୍ୟ ପୁଲିନ କୁମାର ଜେନା, ଆଇନଜୀବୀ ଶଶିକାନ୍ତ ଦେ, ଶୁଭେନ୍ଦୁ  କୁମାର ଦତ୍ତ ପ୍ରମୁଖଙ୍କ ସହିତ ଗ୍ରାମବାସୀମାନେ ବିନୟଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.