ପ୍ରମୁଖ ଖବର
  • କଂଗ୍ରେସ ସ୍କ୍ରିନିଂ କମିଟି ବୈଠକ, ୧୫ ସୁଦ୍ଧା ଘୋଷେଣା ହେବ ପ୍ରାର୍ଥୀ ତାଲିକା
  • ||
  • କ୍ୟାପିଟାଲ ହସ୍ପିଟାଲରେ ମହିଳାଙ୍କୁ ଦୁର୍ବ୍ୟବହାର, ଧାରଣାରେ ବସିଲେ ସିକ୍କ୍ୟୁରିଟ୍ ଓ ସଫୋଇ କର୍ମୀ
  • ||
  • ବିଜେଡି ଛାଡିଲେ ପୂର୍ବତନ ରାଜ୍ୟ ଯୁବ ଉପସଭାପତି ରାକେଶ ନାୟକ
  • ||
  • ଆଜି ଆସିବ ବିଜେପି ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା, ଘୋଷଣା ହୋଇପାରେ ୨୫ ପ୍ରାର୍ଥୀଙ୍କ ନା
  • ||
  • ରୋଷେୟାକୁ ହାଣିଲା ହୋଟେଲ ମାଲିକ, ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ
  • ||
  • ଅବକାରୀ ବିଭାଗ ହାଜତରେ ଥାର୍ଡ ଡିଗ୍ରୀ ! ମଦ ବ୍ୟବସାୟୀ ଗୁରୁତର, ହତ୍ୟା ଉଦ୍ୟମ ଅଭିଯୋଗ
  • ||
  • ବେଲଗାମ ବୟାନ ଉପରେ ଲାଗିବ ଅଙ୍କୁଶ, ନିର୍ବାଚନ କମିଶନ ଆଣିବେ ନୂଆ ମାର୍ଗଦର୍ଶିକା
  • ||
  • ମାର୍ଗଦର୍ଶିକା ଜାରି କଲେ କେନ୍ଦ୍ର ସରକାର ଇସ୍ରାଏଲ, ଇରାନକୁ ଯାତ୍ରା ବାରଣ
  • ||
  • ୭୭ବର୍ଷରେ ପାଦ ଦେଲା ସ୍ୱପ୍ନର ସହର ଭୁବନେଶ୍ୱର, ୧୯୪୮ ମସିହାରେ ହୋଇଥିଲା ଗଠନ
  • ||
  • IPL 2024: ପଞ୍ଜାବ କିଙ୍ଗ୍‌ସ- ରାଜସ୍ଥାନ ରୟାଲ୍ସ ମୁକାବିଲା, ମୁଲନପୁରରେ ହେବ ପେସ୍‌ ଟେଷ୍ଟ୍‌
  • ||
  • ଶନିବାରଠୁ ୬ ଦିନ ଜଳାଇବ ତାତି, ୬ରୁ ୮ ଡିଗ୍ରୀ ବଢ଼ିଯିବ ତାପମାତ୍ରା;୧୪ରୁ ପୁଣି ନିର୍ଘାତ ଖରା
  • ||

ଶ୍ଵଶୁରକୁ ଛୁରି ଭୁସି ହତ୍ୟା କଲା ଜ୍ଵାଇଁ, ଅଭିଯୁକ୍ତ ଫେରାର୍

ନାରାୟଣପାଟଣା, ୨୯/୦୩ : ପାରିବାରିକ କଳହର କରୁଣ ପରିଣତି। ଶ୍ଵଶୁରକୁ ଛୁରି ଭୁସି ହତ୍ୟା କଲା ଜ୍ଵାଇଁ। ଏଭଳି ଅଭାବନୀୟ ଘଟଣା ଘଟିଛି ନାରାୟଣପାଟଣା ଥାନା ବାସନପୁର ଗାଁରେ। ସେପଟେ ଶ୍ଵଶୁରକୁ ହତ୍ୟା କରିବା ପରେ ଫେରାର୍ ହୋଇଯାଇଛି ଜ୍ଵାଇଁ।

ସୂଚନାନୁଯାୟୀ, ନାରାୟଣପାଟଣା ଥାନା ବାସନପୁର ଗାଁରେ ଏକ ବିଭତ୍ସ ହତ୍ୟାକାଣ୍ଡ ଘଟିଛି। ପାରିବାରିକ କଳହରୁ ଶ୍ଵଶୁର ରାମଚନ୍ଦ୍ର ହୁଲୁକାଙ୍କୁ ଜ୍ଵାଇଁ ସାତୁ ପ୍ରାସ୍କା ଛୁରୀ ଭୁସି ହତ୍ୟା କରିଛି। ଏହାପରେ ଘଟଣାସ୍ଥଳରୁ ଫେରାର୍ ହୋଇଯାଇଛି। ତେବେ ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.