ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଚାପି ହୋଇ ଚାଲିଗଲା ୨ ଜୀବନ, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଶ୍ଵଶୁରକୁ ଛୁରି ଭୁସି ହତ୍ୟା କଲା ଜ୍ଵାଇଁ, ଅଭିଯୁକ୍ତ ଫେରାର୍

ନାରାୟଣପାଟଣା, ୨୯/୦୩ : ପାରିବାରିକ କଳହର କରୁଣ ପରିଣତି। ଶ୍ଵଶୁରକୁ ଛୁରି ଭୁସି ହତ୍ୟା କଲା ଜ୍ଵାଇଁ। ଏଭଳି ଅଭାବନୀୟ ଘଟଣା ଘଟିଛି ନାରାୟଣପାଟଣା ଥାନା ବାସନପୁର ଗାଁରେ। ସେପଟେ ଶ୍ଵଶୁରକୁ ହତ୍ୟା କରିବା ପରେ ଫେରାର୍ ହୋଇଯାଇଛି ଜ୍ଵାଇଁ।

ସୂଚନାନୁଯାୟୀ, ନାରାୟଣପାଟଣା ଥାନା ବାସନପୁର ଗାଁରେ ଏକ ବିଭତ୍ସ ହତ୍ୟାକାଣ୍ଡ ଘଟିଛି। ପାରିବାରିକ କଳହରୁ ଶ୍ଵଶୁର ରାମଚନ୍ଦ୍ର ହୁଲୁକାଙ୍କୁ ଜ୍ଵାଇଁ ସାତୁ ପ୍ରାସ୍କା ଛୁରୀ ଭୁସି ହତ୍ୟା କରିଛି। ଏହାପରେ ଘଟଣାସ୍ଥଳରୁ ଫେରାର୍ ହୋଇଯାଇଛି। ତେବେ ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.