ପ୍ରମୂଖ ଖବର
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ବାପା ସାଜିଲା ହତ୍ୟାକାରୀ, ମଦ୍ୟପ ପୁଅକୁ ଛୁରୀ ଭୁସିଦେଲା ବାପା

Published By : Harapriya Sethi | January 11, 2025 12:15 PM

ବାଲିଗୁଡା,୧୧/୦୧: ଜନ୍ମ କଲା ପୁଅକୁ ଛୁରୀ ଭୁସି ହତ୍ୟା କଲା ନୃଶଂସ ବାପା । ମଦ ନିଶାରେ ପୁଅର ନିତିଦିନିଆ ଝଗଡାରେ ଅତିଷ୍ଠ ହୋଇ ମଦୁଆ ପୁଅର ଜୀବନ ନେଲା ବାପା । ହତ୍ୟାକାରୀ ବାପା ପ୍ରାଣେଶ୍ୱର ମଲିକ ଏବଂ ତାଙ୍କ ପୁଅ ଜିତୁ ମଲିକ ବୋଲି ଜଣାପଡ଼ିଛି । କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । 

ସୂଚନା ମୁକାବକ, ସିଂଘମିଲା ଗାଁର ମଦ୍ୟପ ପୁଅ ଜିତୁ ମଲିକ ମଦ ପିଇ ସବୁଦିନ କଳି ଝଗଡ଼ା କରୁଥିଲା । ଏଥିରେ ବାପା ଅତିଷ୍ଠ ହୋଇ ପଡ଼ିଥିଲେ । ଅତିଷ୍ଠ ହୋଇ ଶୁକ୍ରବାର ରାତିରେ ବାପା ଏକ ଧାରୁଆ ଛୁରୀରେ ନିଜ ପୁଅକୁ ହତ୍ୟା କରିଥିଲା । ସକାଳେ ପୁଅର ମୃତଦେହ ଦେଖି ପରିବାର ଲୋକେ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଛି ଏବଂ ଅଭିଯୁକ୍ତ ବାପା ପ୍ରାଣେଶ୍ୱରକୁ ଅଟକ ରଖି ତଦନ୍ତ ଜାରି ରଖିଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.