ପ୍ରମୂଖ ଖବର
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ଗ୍ୟାସ ଲିକ୍ ହୋଇ ଅଗ୍ନିକାଣ୍ଡ : ବାପା, ମାଆ ଓ ପୁଅ ଗୁରୁତର

Published By : Suraj Kumar | November 16, 2024 8:08 PM

ଦିଗପହଣ୍ଡି, ୧୬।୧୧ : ଦିଗପହଣ୍ଡି ବ୍ଲକ ବି. ତୁରୁବୁଡି ପଂଚାୟତ ନରେନ୍ଦ୍ରପୁର ଗାଁରେ ଅଭାବନୀୟ ଘଟଣା ।  ଗ୍ୟାସ ଲିକ ହୋଇ  ଅଗ୍ନିକାଣ୍ଡ ଘଟି ଗୋଟିଏ ପରିବାରର ୩ ଜଣ ଗୁରୁତର ହୋଇଛନ୍ତି। ବାପା, ମାଆ ଓ ପୁଅ ଗୁରୁତର ହୋଇଛନ୍ତି। ଗୁରୁତରମାନେ ହେଲେ ଜି.ବୁଡୁ , ଜି.କାହ୍ନl ,ଜି.ବବି ।ଆହତଙ୍କୁ ଦିଗପହଣ୍ଡି ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି।  ବାପା ଜି. ବୁଡୁଙ୍କ ଅବସ୍ଥା ଗୁରୁତର ଥିବାରୁ ବ୍ରହ୍ମପୁର ଏମକେସିଜି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.