ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

ଦେବଭୂଇଁ ସରଂକ୍ଷିତ ଜଙ୍ଗଲରେ ମାଈ ହାତୀର ମୃତ୍ୟୁ, କାରଣ ଅସ୍ପଷ୍ଟ

Published By : Harapriya Sethi | April 6, 2025 10:02 AM

ନରସିଂହପୁର,୦୬/୦୪: ନରସିଂହପୁର ବ୍ଲକ ପୂର୍ବ ବନ ବିଭାଗ ଅନ୍ତର୍ଗତ ଦେବଭୂଇଁ ସରଂକ୍ଷିତ ଜଙ୍ଗଲ କମ୍ପାନମେଣ୍ଟ ୧ ନୂଆଗଡ ସେକ୍ସନ ନୂଆଗଡ  ବିଟ୍‌ରେ ଗୋଟିଏ ମାଈ ହାତୀର ମୃତ୍ୟୁ ହୋଇଛି । ହାତୀଟି ୪୦ ବର୍ଷ ବୟସରେ ପ୍ରାଣ ହରାଇଛି । ହାତୀଟିର ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । 

ସୂଚନା ମୁତାବକ, ଦେବଭୂଇଁ ସରଂକ୍ଷିତ ଜଙ୍ଗଲ କମ୍ପାନମେଣ୍ଟ ୧ ନୂଆଗଡ ସେକ୍ସନ ନୂଆଗଡ  ବିଟ୍‌ରେ ଏକ ମାଈ ହାତୀର ମୃତଦେହ ପଡ଼ି ରହିଥିବାର ଦେଖିଥିଲେ ସ୍ଥାନୀୟଲୋକେ । ଏହା ଦେଖି ତୁରନ୍ତ ବନବିଭାଗକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ବନବିଭାଗ କର୍ମଚାରୀ ପହଞ୍ଚି ହାତୀର ମୃତଦେହ ଜବତ କରିଛନ୍ତି । ତେବେ ଏହାକୁ ମିଶାଇ ଗତ ତିନି ମାସ ମଧ୍ୟରେ ନରସିଂହପୁରରେ ୬ରୁ ଅଧିକ ହାତୀଙ୍କ ମୃତ୍ୟୁ ଘଟିଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.