କେନ୍ଦୁଝର ସଦର,୨୭/୧୨ : କେନ୍ଦୁଝର ଜିଲ୍ଲା ସଦର ବ୍ଲକ ଅନ୍ତର୍ଗତ ହାଣ୍ଡିଭଙ୍ଗା ପଞ୍ଚାୟତ କାଠବାଂଉଁଶୂଳି ନେତାଜୀ ୟୁଥ୍ ଆସୋସିଏସନ୍ ଆନୁକୁଲ୍ୟରେ ୨୫ତମ ଅଲ୍ ଇଣ୍ଡିଆ ପ୍ରିମିୟମ ଲିଗ୍ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ରୌପ୍ୟ ଜୟନ୍ତୀର ପଞ୍ଚମ ଦିନର ଦିବସର ମ୍ୟାଚ୍ ବାଲେଶ୍ବର ଏବଂ ଝୁମ୍ପୁରା ମଧ୍ୟରେ ଖେଳ ଅନୁଷ୍ଠିତ । ଏଥିରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଧର୍ମପତ୍ନୀ ପ୍ରିୟଙ୍କା ମାରାଣ୍ଡି ଯୋଗଦେଇ ଖେଳାଳିଙ୍କୁ ଉତ୍ସାହିତ କରିଛନ୍ତି।