ପ୍ରମୂଖ ଖବର
  • ଅପେକ୍ଷାର ହେଲା ଅନ୍ତ, ଖୋଲିଲା ଶ୍ରୀମନ୍ଦିର ବାହାର ରତ୍ନଭଣ୍ଡାର, ଭିତର ଭଣ୍ଡାର ଖୋଲିବାକୁ ଚାଲିଛି ପକ୍ରିୟା
  • ||
  • ଶ୍ରୀମନ୍ଦିରକୁ ପ୍ରବେଶ କଲେ ୧୧ ଜଣ ସଦସ୍ୟ, ଦିନ ୧ଟା ୨୮ରେ ଶୁଭ ମୁହୂର୍ତ୍ତରେ ଫିଟିବ ଭିତର ଭଣ୍ଡାର ତାଲା
  • ||
  • ଶ୍ରୀଲୋକନାଥଙ୍କ ସ୍ୱତନ୍ତ୍ର ପୂଜାର୍ଚ୍ଚନା ସମ୍ପନ୍ନ, ରତ୍ନଭଣ୍ଡାର ଖୋଲିବାକୁ ଆସିଲା ଆଜ୍ଞାମାଳ
  • ||
  • ଚତୁର୍ଥ ଟି-ଟ୍ୱେଣ୍ଟ; ଜିମ୍ବାଓ୍ବେକୁ ୧୦ ୱିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ, ଆଜି ପଞ୍ଚମ ମୁକାବିଲା
  • ||
  • ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳିମାଡ଼, ସୁରକ୍ଷାକର୍ମୀଙ୍କ ଗୁଳିମାଡ଼ରେ ସନ୍ଦିଗ୍ଧ ସୁଟର ମୃତ
  • ||
  • ପାଞ୍ଚ ଦଶନ୍ଧିର ଘଟିବ ଅନ୍ତ, ଆଜି ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର, ଦିନ ୧ଟା ପରେ ଶୁଭ ମୁହୂର୍ତ୍ତରେ ଫିଟିବ ତାଲା
  • ||
  • ରାଜ୍ୟରେ ଆସନ୍ତା ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା, ୧୮ରେ ଆଉ ଏକ ଘୂର୍ଣ୍ଣିବଳୟ
  • ||

ଜୁଲାଇ ୨୩ କିମ୍ବା ୨୪ରେ ୨୦୨୪-୨୫ ଆର୍ଥିକବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିପାରନ୍ତି ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୦୨/୦୭: ଜୁଲାଇ ୨୩ କିମ୍ବା ୨୪ରେ  ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୪-୨୫ ଆର୍ଥିକବର୍ଷର  ପୂର୍ଣ୍ଣାଙ୍ଗ ବଜେଟ୍‌କୁ ଉପସ୍ଥାପନ କରିପାରନ୍ତି । ଏକ  ରିପୋର୍ଟରୁ ଏହା ଜଣାପଡ଼ିଛି । ତେବେ ସରକାରଙ୍କ ଦ୍ୱାରା ଏହାକୁ ନେଇ କୌଣସି ଔପଚାରିକ ଘୋଷଣା ହୋଇନାହିଁ । ବଜେଟ୍‌ ଉପସ୍ଥାପନର ତାରିଖ ପାଖେଇ ଆସୁଥିବାବେଳେ  ଜନସାଧାରଣ, ଶିଳ୍ପ ଏବଂ ଅର୍ଥନୀତିଜ୍ଞମାନଙ୍କ ପକ୍ଷରୁ ଏହାକୁ ନେଇ ଅନେକ ଆଶା ସଂଚାର ହୋଇଛି । 

ସୂଚନାଯୋଗ୍ୟ,  ୧୮ତମ ଲୋକସଭାର ପ୍ରଥମ ଅଧିବେଶନ ଆରମ୍ଭ  ହୋଇଛି । ସୂତ୍ରରୁ ଜଣାପଡ଼ିଛି ଯେ, ସଂସଦର ମୌସୁମୀ  ଅଧିବେଶନ ଜୁଲାଇ ୨୨ରୁ ଆରମ୍ଭ ହୋଇପାରେ ଏବଂ  ଏହା ପରେ ପରେ ବଜେଟ୍‌ ଉପସ୍ଥାପନ ହେବ । ଏହି  ଅଧିବେଶନ ଅଗଷ୍ଟ ୯ ଯାଏ ଚାଲିପାରେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Rath Yatra

Copyright © 2024 - Summa Real Media Private Limited. All Rights Reserved.