ପ୍ରମୂଖ ଖବର
  • ଶନିବାରଠୁ ଚାଷୀ ପଞ୍ଜୀକରଣ, ଅଗଷ୍ଟ ୨୦ ଯାଏ ଚାଲିବ ପ୍ରକ୍ରିୟା: ନଭେମ୍ବର ପ୍ରଥମ ସପ୍ତାହରୁ ଧାନକିଣା
  • ||
  • ୨୩ରେ ଲଘୁଚାପ, ୨୫ରେ ନେଇପାରେ ଅବପାତ ରୂପ: ଆଜିଠୁ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ଆଶଙ୍କା
  • ||

ଲାଠିକଟା ଏସବିଆଇ ଶାଖାରେ ନିଆଁ

Published By : Gurupada Nath | June 22, 2025 8:48 PM

ରାଉରକେଲା, ୨୨/୬ :  ବ୍ୟାଙ୍କରେ ଲାଗିଛି ନିଆଁ । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଲାଠିକଟା ଏସବିଆଇ ବ୍ରାଞ୍ଚରେ । ହଠାତ୍ ଆଜି ସନ୍ଧ୍ୟାରେ ଏହି ନିଆଁ ଲାଗିଥିବା ଜଣାପଡ଼ିଛି ।

ସର୍ଟ ସର୍କିଟ ଯୋଗୁଁ ଏହି ନିଆଁ ଲାଗିଥିବା କୁହାଯାଉଛି । ସ୍ଥାନୀୟ ଲୋକେ ଏହା ଦେଖି ଦମକଳବାହିନୀକୁ ଖବର ଦେଇଥିଲେ। ଖବରପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାରେ ଲାଗିଛି ।  

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.