ପ୍ରମୂଖ ଖବର
  • କଟକ : ନିଆଁ ଲାଗି ଜଳିଗଲା ୩ ବଖରା ଘର, କାରଣ ଅସ୍ପଷ୍ଟ
  • ||
  • କାଠଯୋଡି ନଦୀରେ ଗାଧୋଇବା ବେଳେ ଅଘଟଣ, ପାଣିରେ ବୁଡ଼ି ନାବାଳକ ମୃତ
  • ||
  • ଭଞ୍ଜନଗର : ବ୍ରାହ୍ମଣପଦର ଗ୍ରାମରେ ହତ୍ୟାକାଣ୍ଡ, ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ
  • ||
  • ବେଗୁନିଆପଡ଼ା : ପୂର୍ବ ଶତ୍ରୁତାରୁ ୨ ଭାଇଙ୍କୁ ହତ୍ୟା, ପୋଲିସର ତଦନ୍ତ ଆରମ୍ଭ
  • ||
  • ଭାରସାମ୍ୟ ହରାଇ ଦଳବୋଝେଇ ଖାଲକୁ ଖସିଲା ଟ୍ୟାଙ୍କର୍‌, ଡ୍ରାଇଭର ମୃତ
  • ||
  • ତଣ୍ଡିକେରା ଛକରୁ ଦୁଇ ସନ୍ଦିଗ୍ଧଙ୍କୁ ଉଠାଇନେଲା ଚନ୍ଦନପୁର ପୁଲିସ, ଚାଲିଛି ପରିଚୟ ଖୋଜା
  • ||
  • IPL 2025: ଆଜି ସୁପରଜାଏଣ୍ଟ୍‌ସ- ଇଣ୍ଡିଆନ୍ ମଧ୍ୟ ହେବ କଡ଼ା ଟକ୍କର, ନଜରରେ ପନ୍ତ, ରୋହିତଙ୍କ ବ୍ୟାଟିଂ
  • ||
  • ବଦଳିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠିକଣା, ୟୁନିଟ୍‌-୨ କ୍ୟାପିଟାଲ ନର୍ସରୀ ପାଖକୁ ଉଠିଯିବ
  • ||
  • ଯାଜପୁରରେ ଚାଞ୍ଚଲ୍ୟ, କର୍ମଜୀବୀ ମହିଳାଙ୍କୁ ହାତ ମୁହଁ ବାନ୍ଧି ଗଣଦୁଷ୍କର୍ମ ଅଭିଯୋଗ
  • ||
  • ଦିନିକିଆ ଗଞ୍ଜାମ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବ୍ରହ୍ମପୁର ମା’ ବୁଢ଼ୀ ଠାକୁରାଣୀଙ୍କୁ ଅସ୍ଥାୟୀ ମଣ୍ଡପରେ ଦର୍ଶନ କରିବେ
  • ||
  • ମୟୂରଭଞ୍ଜ : ଦୋକାନୀଙ୍କୁ ଠେଙ୍ଗାରେ ପିଟି ସୁନା ବ୍ୟାଗ୍‌ ଲୁଟ୍‌, ଲକ୍ଷାଧିକ ଟଙ୍କାର ଅଳଙ୍କାର ଲୁଟିନେଲେ ୪ ଦୁର୍ବୃତ୍ତ
  • ||
  • ଭଦ୍ରକ : ଗୋରୁ ବୋଝେଇ ପିକଅପ୍‌ ଗାଡ଼ି ଦୁର୍ଘଟଣା ଗ୍ରସ୍ତ: ୩ ଗୋରୁ ମୃତ, ଡ୍ରାଇଭର ଗୁରୁତର
  • ||
  • ରବିବାରଠୁ ତାତିରେ ବିରତି: ୨ ତାରିଖ ଯାଏ ବର୍ଷା ସହ ଘଡ଼ଘଡ଼ି ସମ୍ଭାବନା, ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||

ନୂଆପଡ଼ା ଜିଲ୍ଲାପାଳ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ, ନିଆଁ ଆୟତ୍ତ କଲା ଅଗ୍ନିଶମ ବାହିନୀ

Published By : Harapriya Sethi | April 13, 2025 2:25 PM

ଭୁବନେଶ୍ୱର, ୧୩ /୦୪: ନୂଆପଡା ଜିଲ୍ଲାପାଳ କାର୍ଯ୍ୟାଳୟରେ ଲାଗିଲା ନିଆଁ । ସର୍ଟ ସର୍କିଟ୍‌ରୁ ନିଆଁ ଲାଗିଥିବା ନେଇ ସୂଚନା ମିଳିଛି । ଘଟଣାସ୍ଥଳରେ ନୂଆପଡା ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ଷ୍ଟେନୋଙ୍କ ଚ୍ୟାମ୍ବରରେ ନିଆଁ ଲାଗିଥିବା ବେଳେ କାଚ ଭାଙ୍ଗି ନିଆଁକୁ ଆୟତ୍ତ କଲା ନୂଆପଡା ଅଗ୍ନିଶମ ବାହିନୀ । 

ସୂଚନା ମୁତାବକ, ନୂଆପଡା ଜିଲ୍ଲାପାଳ କାର୍ଯ୍ୟାଳୟରେ ହଠାତ ନିଆଁ ଲାଗି ଯାଇଥିଲା । ଧୁଆଁ ବାହାରିବାରୁ ସ୍ଥାନୀୟଲୋକେ ଏବିଷୟରେ ଜାଣିବାକୁ ପାଇଥିଲେ । ଏହା ଦେଖି ତୁରନ୍ତ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ନୂଆପଡା ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ଷ୍ଟେନୋଙ୍କ ଚ୍ୟାମ୍ବରରେ ନିଆଁ ଲାଗିଥିବା ବେଳେ କାଚ ଭାଙ୍ଗି ନିଆଁକୁ ଆୟତ୍ତ କରିଛି ନୂଆପଡା ଅଗ୍ନିଶମ ବାହିନୀ । ତେବେ ଏହି ଅଗ୍ନିକାଣ୍ଡରେ ଏସି ଓ ଚୌକି ଟେବୁଲରେ ନିଆଁ ଲାଗିଥିବା ବେଳେ ଫାଇଲ ପତ୍ର ପୋଡିଛି କି ନାହିଁ ଜଣାପଡି ନାହିଁ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.