ପ୍ରମୂଖ ଖବର
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ଚନ୍ଦନେଶ୍ୱର ବଜାରରେ ଲାଗିଲା ନିଆଁ, କାରଣ ଅସ୍ପଷ୍ଟ

Published By : Gurupada Nath | April 29, 2025 4:16 PM

ଭୋଗରାଇ, ୨୯/୪ : ଭୋଗରାଇର ଚନ୍ଦନେଶ୍ୱର ବଜାରରେ ନିଆଁ । ଭୋଗରାଇର ପ୍ରମୁଖ ବଜାର ଚନ୍ଦନେଶ୍ୱର । । ବଜାରରେ ୧୦୦ ରୁ ଊର୍ଦ୍ଧ୍ବ ଦୋକାନ ଥିବା ସୂଚନା ମିଳିଛି । ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଥିବାବେଳେ ନିଜ ନିଜ ଜିନିଷ ବଞ୍ଚାଇବାକୁ ଲାଗି ରହିଛନ୍ତି ଦୋକାନୀ । ଘଟଣାସ୍ଥଳରେ ସ୍ଥାନୀୟ ପୋଲିସ ଓ ଅଗ୍ନିଶମ ବିଭାଗ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରିଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.