ପ୍ରମୂଖ ଖବର
  • ସୁନ୍ଦରଗଡ଼ : ରାସ୍ତାରେ ହୁତୁ ହୁତୁ ହୋଇ ଜଳିଗଲା କୋଇଲା ବୋଝେଇ ଟ୍ରେଲର; ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • ସମ୍ବଲପୁର : ହୀରାକୁଦରୁ ନିଷ୍କାସନ ହେବ ବର୍ଷର ପ୍ରଥମ ବନ୍ୟାଜଳ, ଆସନ୍ତା ୬ରୁ ଖୋଲିବ ଗେଟ୍
  • ||
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

କବାଡ଼ିଆ ଗୋଦାମରେ ଲାଗିଲା ନିଆଁ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ପାଉଁଶ

Published By : Gurupada Nath | January 24, 2025 7:35 PM

ମାଲକାନଗିରି ୨୪/୧ : କବାଡ଼ିଆ ଗୋଦାମରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ପାଉଁଶ ହୋଇଯାଇଛି। ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବଜାର ନିକଟ ମସଜିଦ କଲୋନୀରେ ଥିବା ସାହିଦ ଶବ୍ଦର ସାହାଙ୍କ କବାଡ଼ିଆ ଗୋଦାମ ଗୃହରେ ଗୁରୁବାର ରାତିରେ ହଠାତ ଲାଗିଲା ନିଆଁ ଲାଗିଯାଇ ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ପାଉଁଶ ହୋଇଯାଇଛି । 

ନିଆଁର ପ୍ରଭାବ ଏତେଥିଲା ଯେ, ଗୋଦାମ ଗୃହ ଭିତରେ ଥିବା କାର୍ଟୁନ ବକ୍ସ ଓ ପ୍ଲାଷ୍ଟିକ ସାମଗ୍ରୀ ସବୁ ପୋଡ଼ି ପାଉଁଶ ହୋଇଯାଇଥିଲା। କେହି ଜଣେ ଦୁର୍ବୃତ୍ତ ଜାଣି ଶୁଣି ନିଆଁ ଲଗାଇଥିବା ଆଶଙ୍କା କରୁଛନ୍ତି ଗୋଦାମ ମାଲିକ । ଘଟଣା ସ୍ଥଳରେ ଦମକଳବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ପ୍ରାୟ୨ରୁ ୩ଲକ୍ଷ ଟଙ୍କାର ସାମଗ୍ରୀ ନଷ୍ଟ ହୋଇଥିବା ଆକଳନ କରାଯାଉଛି।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.