ପ୍ରମୂଖ ଖବର
  • ଶ୍ରାବଣ ସୋମବାର ଉପଲକ୍ଷେ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା, ବାଲିରେ ଝଲସିଲେ ଦେବ ଦେବ ମହାଦେବ
  • ||
  • ଭେଣ୍ଟିଲେଟରରେ ମୃତ୍ୟୁ ସହ ଲଢୁଛନ୍ତି FM କଲେଜ ଛାତ୍ରୀ, ଭର୍ଚୁଆଲରେ ଦିଲ୍ଲୀ ଏମ୍ସର ପରାମର୍ଶରେ ଚାଲିଛି ଡାୟାଲିସିସ୍‌
  • ||
  • ଡେଲାଙ୍ଗରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିକେନ୍ ପ୍ରେମୀଙ୍କ ମନରେ ଛନକା, ଦୁଇ ଦିନରେ ମରାଗଲାଣି ୬,୭୩୧ କୁକୁଡ଼ା
  • ||
  • ମହାକାଶରୁ ଶୁଭାଂଶୁଙ୍କ ମେସେଜ୍, କହିଲେ ସାରେ ଜହାଁ ସେ ଅଛା, ହିନ୍ଦୁସ୍ତାନ ହମାରା, ଆଜି ମହାକାଶରୁ ପୃଥିବୀ ଅଭିମୁଖେ ଯାତ୍ରା
  • ||
  • ଲଣ୍ଡନ ସାଉଥ୍‌ଏଣ୍ଡ୍ ଏୟାରପୋର୍ଟରେ ବିମାନ ଦୁର୍ଘଟଣା, ଉଡ଼ାଣର କିଛି ସମୟ ଭିତରେ ଜଳିଗଲା ବିଚ୍‌କ୍ରାଫ୍ B200 ସୁପରକିଙ୍ଗ୍
  • ||
  • ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି: ଏମ୍‌ସ, ରେଭେନ୍ସା ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଦେବେ ଯୋଗ
  • ||
  • ବଙ୍ଗୋପସାଗରରେ ଯୋଡ଼ା ଲଘୁଚାପ ସକ୍ରିୟ: ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||
  • ଶ୍ରାବଣ ମାସର ପ୍ରଥମ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ମାଲକାନଗିରି ଜିଲ୍ଲା ହସ୍ପିଟାଲ ଚକ୍ଷୁ ବିଭାଗରେ ଲାଗିଲା ନିଆଁ

Published By : Suraj Kumar | July 2, 2025 6:23 PM

ମାଲକାନଗିରି, ୨/୭(ଆପ୍ର ) : ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଚକ୍ଷୁ ବିଭାଗ ଓପିଡି କୋଠରୀରେ ଲାଗିଲା ନିଆଁ। ଏଥିରେ ଶୀତ ତାପ ନିୟନ୍ତ୍ରିତ ଯନ୍ତ୍ରଟି ପୋଡି ନଷ୍ଟ ହୋଇଛି ।

ବୁଧବାର ଅପରାହ୍ନରେ ହଠାତ ଚକ୍ଷୁ ବିଭାଗର ଓପିଡ଼ି କକ୍ଷରୁ ଧୂଆଁ ବାହାରିବା ଦେଖି କର୍ମଚାରୀମାନେ ହସ୍ପିଟାଲ ମ୍ୟାନେଜରକୁ ଜଣାଇଥିଲେ। ଖବର ପାଇ ଦମକଳ ବାହିନୀ ପହଁଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ଡାକ୍ତରଙ୍କ ଚ୍ୟାମ୍ବରରେ ନିଆଁ ଲାଗିଥିବରୁ ସେମିତି କିଛି କ୍ଷତି ଘଟିନାହିଁ।  ବହୁ ସମୟ ଧରି କୋଠରୀର ଏସିଟି ଅନ ହୋଇଥିବାରୁ ତାହା ଅତ୍ୟଧିକ ଗରମ ହୋଇ ସଟସର୍କିଟ ଯୋଗୁଁ ନିଆ ଲାଗିଥିବାର ପ୍ରାଥମିକ ତଦନ୍ତରୁ ଜଣାପଡିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.