ପ୍ରମୂଖ ଖବର
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ମାଲ ଗାଡ଼ି ଟ୍ରେନ୍‌ରେ ଲାଗିଲା ନିଆଁ, କାରଣ ଅସ୍ପଷ୍ଟ

Published By : Harapriya Sethi | November 28, 2024 10:43 AM

କିରୁଣ୍ଡାଲ,୨୮/୧୧: କୋରାପୁଟ_ଭିଶାଖାପାଟଣା ରେଳପଥରେ ଅଗ୍ନିକାଣ୍ଡ । ମାଛକୁଣ୍ଡ ଷ୍ଟେସନ ନିକଟରେ ବୈଚେଲିରୁ ଲୁହାପଥର ନେଇ ବିଶାଖାପାଟଣା ଯାଉଥିବା ଟ୍ରେନ୍‌ରେ ଲାଗିଲା ନିଆଁ । ନିଆଁ ଲାଗିବା ଯୋଗୁଁ କୈାଣସି କ୍ଷୟକ୍ଷତି ହୋଇନଥିବା ସୂଚନା ମିଳିଛି । ଏହି ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । 

ସୂଚନା ମୁତାବକ, ଏକ ମାଲବାହୀ ଟ୍ରେନ୍‌ ବୈଚେଲିରୁ ବିଶାଖାପାଟଣା ଲୁହାପଥର ନେଇ ଯାଉଥିଲେ । ଏହି ସମୟରେ ମାଛକୁଣ୍ଡ ଷ୍ଟେସନ ନିକଟରେ ମାଲ ଗାଡ଼ି ତଳେ ନିଆଁ ଲାଗିଥିବା ଦେଖିବାକୁ ମିଳିଥିଲା । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ରେଳ କର୍ମଚାରୀ ଏବଂ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଖବର ପାଇ ନନ୍ଦପୁର ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା । ତେବେ ନିଆଁ ଲାଗିବା ଯୋଗୁ କୈାଣସି କ୍ଷୟକ୍ଷତି ହୋଇନଥିବା ସୂଚନା ମିଳିଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.