ପ୍ରମୁଖ ଖବର
  • ହିଞ୍ଜିଳି : ହିଞ୍ଜିଳିରୁ ଶଙ୍ଖନାଦ କଲେ ମୁଖ୍ୟମନ୍ତ୍ରୀ, କହିଲେ ଆରମ୍ଭ ହେଲା ବିଜେଡିର ବିଜୟ ଯାତ୍ରା
  • ||
  • ଭୁବନେଶ୍ୱର : ମସଲା ବ୍ୟାନ୍‌ ପ୍ରସଙ୍ଗ: ମସଲା ବ୍ୟାନ୍‌ର ମୂଳ କାରଣକୁ ଚିହ୍ନଟ କରାଯିବ
  • ||
  • ଭୁବନେଶ୍ୱର : ନକଲି ପୁଲିସ୍‌, ସିବିଆଇ ଅଧିକାରୀ କହି ଲୁଟୁଥିଲେ; ଇରାନୀ ମୁସଲିମ୍‌ ଗ୍ୟାଙ୍ଗ୍‌ର ୭ ଗିରଫ
  • ||
  • ଭୁବନେଶ୍ୱର : ଲିଭୁନି ଚନ୍ଦକା ନିଅ, ୧୨ ଘଣ୍ଟା ନାକେଦମ୍‌ ବନ କର୍ମଚାରୀ
  • ||
  • ଫୁଲବାଣୀ : ବାରହା ଆକ୍ରମଣରେ ମହିଳା ମୃତ
  • ||
  • ମାଲକାନଗିରି ଜିଲ୍ଲାରୁ ନଗଦ ୩୦ ଲକ୍ଷ ଜବତ, ୨ ଗିରଫ
  • ||
  • ଭୁବନେଶ୍ଵର : ମେ ୧ରେ ୪୮ ଡିଗ୍ରୀ ଛୁଇଁବ, ଆହୁରି ୬ ଡିଗ୍ରୀ ବଢ଼ିଯିବ ତାତି
  • ||

କିଟ୍ ଛକରେ ଥିବା ଏକ ବ୍ୟବସାୟିକ କମ୍ପ୍ଲେକ୍ସରେ ଅଗ୍ନିକାଣ୍ଡ, ନିଆଁ ଆୟତ୍ତ ପାଇଁ ଉଦ୍ୟମ

ଭୁବନେଶ୍ୱର, ୨୨/୦୩: ରାଜଧାନୀର ପଟିଆ ଅଞ୍ଚଳରେ ଅଗ୍ନିକାଣ୍ଡ ହୋଇଛି । କିଟ୍ ଛକରେ ଥିବା ଏକ ବ୍ୟବସାୟିକ କମ୍ପ୍ଲେକ୍ସରେ ବଡ଼ ଧରଣର ନିଆଁ ଲାଗିଛି । ଦମକଳ ବାହିନୀ ପହଞ୍ଚି ନିଆଁ ଆୟତ୍ତ କରିବାକୁ ଉଦ୍ୟମ ଜାରି ରଖିଛି ।

ବ୍ୟବସାୟିକ କମ୍ପ୍ଲେକ୍ସରେ କିଭଳି ନିଆଁ ଲାଗିଲା ତାହା ସ୍ପଷ୍ଟ ହୋଇନି । ତେବେ ସର୍ଟ ସର୍କିଟରୁ ଉପର ମହଲାରେ ଅଗ୍ନିକାଣ୍ଡ ହୋଇଥିବା ଅନୁମାନ କରାଯାଉଛି । ଉକ୍ତ କୋଠାରେ ଏକାଧିକ ନାମୀ ଦାମୀ ବ୍ରାଣ୍ଡର ସପିଂ ମଲ୍ ସହ ଏକ ହୋଟେଲ୍ ରହିଛି । ଏବେ ବି ନିଆଁ ଆୟତ୍ତ ପାଇଁ ପ୍ରୟାସ ଜାରି ରହିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.