ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

କିଟ୍ ଛକରେ ଥିବା ଏକ ବ୍ୟବସାୟିକ କମ୍ପ୍ଲେକ୍ସରେ ଅଗ୍ନିକାଣ୍ଡ, ନିଆଁ ଆୟତ୍ତ ପାଇଁ ଉଦ୍ୟମ

ଭୁବନେଶ୍ୱର, ୨୨/୦୩: ରାଜଧାନୀର ପଟିଆ ଅଞ୍ଚଳରେ ଅଗ୍ନିକାଣ୍ଡ ହୋଇଛି । କିଟ୍ ଛକରେ ଥିବା ଏକ ବ୍ୟବସାୟିକ କମ୍ପ୍ଲେକ୍ସରେ ବଡ଼ ଧରଣର ନିଆଁ ଲାଗିଛି । ଦମକଳ ବାହିନୀ ପହଞ୍ଚି ନିଆଁ ଆୟତ୍ତ କରିବାକୁ ଉଦ୍ୟମ ଜାରି ରଖିଛି ।

ବ୍ୟବସାୟିକ କମ୍ପ୍ଲେକ୍ସରେ କିଭଳି ନିଆଁ ଲାଗିଲା ତାହା ସ୍ପଷ୍ଟ ହୋଇନି । ତେବେ ସର୍ଟ ସର୍କିଟରୁ ଉପର ମହଲାରେ ଅଗ୍ନିକାଣ୍ଡ ହୋଇଥିବା ଅନୁମାନ କରାଯାଉଛି । ଉକ୍ତ କୋଠାରେ ଏକାଧିକ ନାମୀ ଦାମୀ ବ୍ରାଣ୍ଡର ସପିଂ ମଲ୍ ସହ ଏକ ହୋଟେଲ୍ ରହିଛି । ଏବେ ବି ନିଆଁ ଆୟତ୍ତ ପାଇଁ ପ୍ରୟାସ ଜାରି ରହିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.