ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଜନଶତାବ୍ଦୀ ଏକ୍ସପ୍ରେସ୍‌ର ବଗି ତଳେ ଲାଗିଲା ନିଆଁ, କଟକ ଷ୍ଟେସନରେ ଅଟକିଲା ଟ୍ରେନ୍

କଟକ, ୦୭/୧୨ : ଜନଶତାବ୍ଦୀ ଏକ୍ସପ୍ରେସ୍‌ର ବଗି ତଳେ ଲାଗିଲା ନିଆଁ। କଟକ ରେଳ ଷ୍ଟେସନରେ ଏଭଳି ଅଘଟଣା ଘଟିଛି। ଖବର ପାଇ ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ଯାତ୍ରୀମାନେ ଭୟଭୀତ ହୋଇପଡ଼ିଛନ୍ତି।

ସୂଚନାନୁଯାୟୀ, ଜନଶତାବ୍ଦୀ ଏକ୍ସପ୍ରେସ୍ ଭୁବନେଶ୍ବରରୁ ହାୱଡା ଯାଉଥିଲା । କଟକ ରେଳ ଷ୍ଟେସନରେ ଏହାର D-9 କୋଚ୍ ତଳେ ନିଆଁ ଲାଗିଯାଇଥିଲା। ଫଳରେ ଷ୍ଟେସନରେ ଟ୍ରେନ୍‌ଟି ୪୫ ମିିନିଟ୍ ଧରି ଅଟକି ରହିଥିଲା। ଖବର ପାଇ ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ନିଆଁ ଲାଗିବାର କାରଣ ଜଣା ପଡିନାହିଁ। କାହାର କିଛି କ୍ଷୟକ୍ଷତି ହୋଇ ନାହିଁ। ନିଆଁ ଲିଭିବା ପରେ ଟ୍ରେନ୍ କଟକ ଷ୍ଟେସନ ଛାଡିଥିବା ସୂଚନା ମିଳିଛି। 

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.