ପ୍ରମୁଖ ଖବର
  • ମୁମ୍ବାଇ: ମଝି ସମୁଦ୍ରରେ ହୁତୁହୁତୁ ହୋଇ ଜଳିଗଲା ବିଳାସପୂର୍ଣ୍ଣ ବୋଟ, ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ
  • ||
  • ପାରାଦୀପ: ବିଦେଶୀ ଜାହାଜରେ ୨୨୦ କୋଟିର କୋକେନ୍‌ ଜବତ ମାମଲା, କ୍ରୁ ମେମ୍ବରଙ୍କୁ ଜେରା କରୁଛି ଏନ୍‌ସିବି ଟିମ୍‌
  • ||
  • ଭୁବନେଶ୍ୱର: ଚାକିରୀରୁ ବିଦା ହେଲେ ବୈପାରୀଗୁଡ଼ା ଥାନା IIC, ୩୭ ଲକ୍ଷରୁ ଉର୍ଦ୍ଧ୍ଵ ଟଙ୍କା ଜବତ କରିଥିଲା ଭିଜିଲାନ୍ସ
  • ||
  • ଆଜି ଜାତୀୟ ପ୍ରଦୂଷଣ ନିୟନ୍ତ୍ରଣ ଦିବସ: ପ୍ରଦୂଷଣ କମାନ୍ତୁ, ପ୍ରକୃତି ବଞ୍ଚାନ୍ତୁ
  • ||
  • ଭୁବନେଶ୍ୱର: ପାହାଳରେ ଟ୍ରକ୍‌କୁ ପିଟିଲା କାର୍, ଡ୍ରାଇଭରଙ୍କ ସହ ୩ ମୃତ
  • ||
  • ଭୁବନେଶ୍ୱର: ଆଜିଠୁ ଏମ୍‌ଆର୍‌ଏଫ୍‌ଟି ଆବେଦନ ଆରମ୍ଭ, ୩୦୦ ପିଲାଙ୍କୁ ମିଳିବ ଗବେଷଣା ପାଇଁ ଛାତ୍ରବୃତ୍ତି
  • ||
  • ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଭୀର ଅବପାତ, ୩ରେ ନେବ ବାତ୍ୟା ରୂପ: ୫ରୁ ପ୍ରବଳ ବର୍ଷା ସମ୍ଭାବନା, ଫସଲ ନଷ୍ଟ ଆଶଙ୍କା
  • ||
  • ଭୁବନେଶ୍ୱର: ୱାଟ୍‌କୋ ଦାଦାଗିରି: ରାତିଅଧିଆ ବନ୍ଦ କରିଦେଲେ ଗଣ୍ଡମୁଣ୍ଡା-ଜାଗମରା ରାସ୍ତା, ଇଟାଲୀରେ ମଉଜ କରୁଛନ୍ତି ଯନ୍ତ୍ରୀ
  • ||
  • ଭୁବନେଶ୍ୱର: ଏଲ୍‌-ନିନୋ ପ୍ରଭାବ: ଏ ବର୍ଷ ଶୀତ ପ୍ରକୋପ ପୂରା କମ୍‌, ଫେବ୍ରୁଆରୀରୁ ମାଡ଼ି ଆସିବ ତାତି
  • ||

ଆସିକା ପୁଲିସର ଚଢ଼ାଉ, ନଳବଣ୍ଟା ଗ୍ରାମରୁ ବିପୁଳ ପରିମାଣର ବାଣ ଜବତ

ଆସିକା,୯/୧୧ : ଗଞ୍ଜାମ ଜିଲ୍ଲା ଆସିକା ଥାନା ଅନ୍ତର୍ଗତ ନଳବଣ୍ଟା ଗ୍ରାମରେ ଆଜି ଅପରାହ୍ନରୁ ଆସିକା ପୋଲିସ ସଦଳବଳେ ଚଢ଼ାଉ କରି ବିପୁଳ ପରିମାଣର ବାଣ ଜବତ କରିଛି । ସେହିପରି ବାଣ ତିଆରିରେ ବ୍ୟବହୃତ ବହୁ ରାସାୟନିକ ପଦାର୍ଥ ମଧ୍ୟ ଜବତ କରାଯାଇଛି । ଆଗକୁ ଦୀପାବଳୀ ଉତ୍ସବ ଆସୁଥିବା ବେଳେ ନଳବଣ୍ଟା ଗ୍ରାମରୁ ଜିଲ୍ଲା ତଥା ଜିଲ୍ଲା ବିହାରକୁ ବିଭିନ୍ନ ସ୍ଥାନକୁ ବାଣ ବେଆଇନ ଭାବେ ଚାଲାଣ ହେଉଥିବା ସଂପର୍କରେ ସୂଚନା ପାଇ ଆସିକା ପୋଲିସ ଏସ୍ ପି ଜଗମୋହନ ମୀନାଙ୍କ ନିର୍ଦ୍ଦେଶରେ ଆଜି ଅପରାହ୍ନରେ ଉକ୍ତ ଗ୍ରାମରେ ଚଢ଼ାଉ କରିଥିଲା । ବିଭିନ୍ନ ସ୍ଥାନରେ ଚଢାଉ ଜାରୀ ରହିଥିବା ବେଳେ କେତେ ପରିମାଣର ବାଣ ଜବତ ହୋଇଛି ଓ ତାର ଆନୁମାନିକ ମୂଲ୍ୟ କେତେ ହେବ ସେ ସଂପର୍କରେ ପ୍ରେସ୍ ମିଟ ଜରିଆରେ ସୂଚନା ଦିଆଯିବ ବୋଲି ଥାନା ଅଧିକାରୀ ସ୍ବରୂପ କିଷାନ ନିଜ ପ୍ରତିକ୍ରିୟାରେ ଉଲ୍ଲେଖ କରିଛନ୍ତି । 

Copyright © 2022 - Summa Real Media Private Limited. All Rights Reserved.