ପ୍ରମୂଖ ଖବର
  • ତାମିଲ ଅଭିନେତା-କମେଡ଼ିଆନ ଏସ୍‌. କୃଷ୍ଣମୂର୍ତ୍ତି ଦେହାନ୍ତ, ୭୧ ବର୍ଷ ବୟସରେ ପରଲୋକ
  • ||
  • ଢେଙ୍କାନାଳ : ଅଜଣା ଯୁବକଙ୍କ ଗଳିତ ମୃତଦେହ ଠାବ, ତଦନ୍ତ କରୁଛି ପୁଲିସ
  • ||
  • ଶ୍ରୀମନ୍ଦିରର ଅନନ୍ୟ ପରମ୍ପରା, ଆଜି ବାଡ଼ି ନୃସିଂହଙ୍କ ଚାରି ଆଶ୍ରମ ବିଜେ ସହ ଶ୍ରୀକ୍ଷେତ୍ର ପରିକ୍ରମା କରିବେ
  • ||
  • ବୌଦ୍ଧ: ଭିଜିଲାନ୍ସ ପଞ୍ଝାରେ ବୌଦ୍ଧ ଏମ୍‌ଭିଆଇ ଗୋଳାପ ଚନ୍ଦ୍ର ହାଁସଦା ,ଏକାକାଳୀନ ୬ଟି ସ୍ଥାନରେ ଚାଲିଛି ଚଢ଼ାଉ
  • ||
  • ଦୁଇଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ମା’ ତାରିଣୀଙ୍କ ନଡ଼ିଆ ସଂଗ୍ରହ ଗାଡ଼ିର କରିବେ ଶୁଭ ଉଦ୍‌ଘାଟନ
  • ||
  • ରାୟଗଡ଼ା : ଦୋକାନ ଘର ଉପରେ ଚଢିଗଲା ଟ୍ୟାଙ୍କର; ଜଣେ ମୃତ ୨ ଗୁରୁତର
  • ||
  • ଅଧ ରାତିରେ ଭୂକମ୍ପରେ ଥରିଲା ପାକିସ୍ତାନ, ରିକ୍ଟର ସ୍କେଲରେ ତୀବ୍ରତା ୪.୮ ରେକର୍ଡ
  • ||
  • ବଳଙ୍ଗା ପୀଡ଼ିତା ମୃତ୍ୟୁ ଘଟଣା, ଆଜି ଦିଲ୍ଲୀ ଏମ୍‌ସରେ ମୃତଦେହ ବ୍ୟବଚ୍ଛେଦ ପରେ ମରଶରୀର ଓଡ଼ିଶା ଅଣାଯିବ
  • ||
  • ଜୀବନ ଯୁଦ୍ଧରେ ହାରିଗଲେ ବଳଙ୍ଗା ପୀଡ଼ିତା,ଘଟଣାରେ କାହାର ସମ୍ପୃକ୍ତି ନାହିଁ କହିଲା ପୁଲିସ, ରାଜନୀତି କରନି କହିଲେ ବାପା
  • ||
  • ବାଲେଶ୍ୱର : ଦହିସଡା ପାଟଣା ସାହିରେ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା ୨ ବଖରା ଘର
  • ||
  • ଦିନରେ ଗୁଳୁଗୁଳି, ରାତିରେ ବର୍ଷା; ଆଜି ଉତ୍ତର ଓଡ଼ିଶାରେ ଅଳ୍ପ, ଦକ୍ଷିଣରେ କାଁଭାଁ ବର୍ଷା ସମ୍ଭାବନା
  • ||

ଦହିସଡା ପାଟଣା ସାହିରେ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା ୨ ବଖରା ଘର

Published By : Harapriya Sethi | August 3, 2025 7:54 AM

ସୋର,୦୩/୦୮: ହୁତୁହୁତୁ ନିଆଁରେ ପୋଡିଗଲା ଦୁଇ ବଖରା ଘର । ସର୍ବସ୍ୱ ହରାଇଲେ ଦୁଇ ପରିବାର । ଏଭଳି ଏକ ଭୟାନକ ଅଗ୍ନିକାଣ୍ଡରେ ସର୍ବସ୍ୱ ହରାଇ ଦୁଇ ପରିବାର ରାଜରାସ୍ତାରେ । ଅଗ୍ନିକାଣ୍ଡରେ ଘରର ସମସ୍ତ ଆସବାବପତ୍ର ପୋଡ଼ି ଯାଇଥିବା ବେଳେ ୨୦ ହଜାର ଟଙ୍କା ମଧ୍ୟ ପୋଡ଼ି ଯାଇଛି । 

ସୂଚନା ମୁତାବକ, ସୋର ବ୍ଲକ ଦହିସଡା ପାଟଣା ସାହିରେ ଦୁଇ ଭାଇ ଦେବରାଜ ଦାସ ଓ ସରୋଜ ଦାସ ପରିବାର ନିର୍ମାଣଧିନ ପ୍ରଧାନମନ୍ତ୍ରୀ ଆବାସରେ ନଡ଼ା ଛପର ପକାଇ ରହି ଆସୁଥିଲେ । ଶନିବାର ସେହି ଘରେ ନିଆଁ ଲାଗିଯିବାରୁ ଉଭୟ ପରିବାର ସର୍ବସ୍ୱ ହରାଇ ନିରାଶ୍ରୟ ହୋଇଯାଇଛନ୍ତି । ଘରର ସମସ୍ତ ଆସବାବପତ୍ର ପୋଡି ପାଉଁଶ ହେବା ସହିତ ଗ୍ରୁପରୁ ଆଣିଥିବା ୨୦ ହଜାର ଟଙ୍କା ନିଆଁରେ ପୋଡି ପାଉଁଶ ହୋଇଯାଇଛି । ଏହି ଘଟଣା ସମ୍ପର୍କରେ ଖବର ପାଇ ସୋର ଅଗ୍ନିଶମ ବାହିନୀ ନିଆଁକୁ ଆୟତ୍ତ କରିଥିଲା । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.