ପ୍ରମୂଖ ଖବର
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ଦୋକାନ ଘରେ ଅଗ୍ନିକାଣ୍ଡ, ୩ ଲକ୍ଷ୍ୟରୁ ଉର୍ଦ୍ଧ୍ୱ ଟଙ୍କାର ସମାଗ୍ରୀ ପୋଡି ଯାଇଥିବା ଅନୁମାନ

Published By : Harapriya Sethi | October 31, 2024 11:26 AM

କନ୍ଧମାଳ, ୩୧/୧୦: ବାଲନ୍ଦାପଡା ବସ୍ ଷ୍ଟାଣ୍ଡରେ ଥିବା ଏକ ଦୋକାନ ଗୃହରେ  ଅଗ୍ନିକାଣ୍ଡ । ଏହି ଅଗ୍ନିକାଣ୍ଡରେ ଦୋକାନରେ ଥିବା ୩ ଲକ୍ଷ୍ୟରୁ ଉର୍ଦ୍ଧ୍ୱ ଟଙ୍କାର ସମାଗ୍ରୀ ପୋଡି ନଷ୍ଟ ହୋଇଯାଇଥିବା ଅନୁମାନ କରାଯାଉଛି । କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, କୌଣଷି କାରଣରୁ ବୁଧବାର ବିଳମ୍ବିତ ରାତିରେ ଦୋକାନରେ ନିଆଁ ଲାଗି ଯାଇଥିଲା । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଖବର ପାଇ କଣ୍ଟାମାଳ ଅଗ୍ନିଶମ ବାହିନୀର ଏକ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା । ଉକ୍ତ ଦୋକାନରେ ଥିବା ୩ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ସମାଗ୍ରୀ ପୋଡି ନଷ୍ଟ ହୋଇଯାଇଥିବା ଅନୁମାନ କରାଯାଉଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.