ପ୍ରମୂଖ ଖବର
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଜଳୁଛି ଆସ୍କା ବନାଞ୍ଚଳ କୁଠାରୀ ପାହାଡ଼ ଆମ୍ବଡା ଜଙ୍ଗଲ, ନିଆଁକୁ ଆୟତ୍ତ କରିବାରେ ବନବିଭାଗ ଫେଲ୍

Published By : Rasmita Pradhan | March 21, 2025 8:13 AM

ଭୁବନେଶ୍ଵର, ୨୧/୦୩ : ହୁ ହୁ ହୋଇ ଜଳୁଛି ପାହାଡ଼ି ଜଙ୍ଗଲ। ନିଆଁ ଲାଗି ନଷ୍ଟ ହେଲାଣି ହେକ୍ଟର ହେକ୍ଟର ଜଙ୍ଗଲ। ଗଞ୍ଜାମ ଜିଲ୍ଲା ଦକ୍ଷିଣ ଘୁମୁସର ବନଖଣ୍ଡର ଆସ୍କା ବନାଞ୍ଚଳ ଧରାକୋଟ ସେକ୍ସନ୍ ବାହାରପୁରୁ ପଞ୍ଚାୟତ ଟିଣିଟିଣିଆ ପଲ୍ଲୀ କୁଠାରୀ ପାହାଡ଼ ଆମ୍ବଡା ଜଙ୍ଗଲରେ ଲାଗିଛି ନିଆଁ। ନିଆଁକୁ ଆୟତ୍ତ କରିବାରେ ବନବିଭାଗ ଫେଲ୍। ସେହିପରି ଶେରଗଡ଼ ସୁଲିଆ ପାହାଡ଼ରେ ମଧ୍ୟ ନିଆଁ ଲାଗି ପାହାଡ଼ ଜଳୁଥିବା ନଜର ଆସୁଛି। 

ଖରା ଦିନିଆ ଜଙ୍ଗଲ ପୋଡ଼ିକୁ ରୋକିବା ପାଇଁ ବନବିଭାଗ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ପାହାଡ଼ି ଅଞ୍ଚଳର ଗାଁ ଲୋକମାନଙ୍କୁ ସଚେତନ ମଧ୍ୟ କରାଯାଉଛି। ବର୍ତ୍ତମାନ ମାର୍ଚ୍ଚ ମାସ ଚାଲିଥିବା ବେଳେ ଆଗକୁ ଏପ୍ରିଲ୍ ଓ ମେ ମାସ ରହିଛି । ସେ ସବୁ ମାସ ଗୁଡ଼ିକରେ ଗ୍ରୀଷ୍ମ ପ୍ରବାହ ବଢିବା ସହ ଜଙ୍ଗଲରେ ନିଆଁ ଲାଗିବାର ସମ୍ଭାବନା ଆହୁରି ଅଧିକ ରହୁଛି। ଜଙ୍ଗଲ ନିଆଁକୁ ପ୍ରତିହିତ କରିବାକୁ ବନ ବିଭାଗ ପାଇଁ ବଡ଼ ଚ୍ୟାଲେଞ୍ଜ ପାଲଟିଛି।

ଏହି ଖବରଟିକୁ ପଢନ୍ତୁ-ଅନ୍ତର୍ଜାତୀୟ ବନ ଦିବସ: ଜଳୁଛି ଜଙ୍ଗଲ, ଥମୁନି ବନ୍ୟଜନ୍ତୁ ଶିକାର

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.