ପ୍ରମୂଖ ଖବର
  • ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ରଥଯାତ୍ରା ନୀତି ନିର୍ଘଣ୍ଟ ଉପରେ ବାଜିଲା ମୋହର
  • ||
  • ବାଂଲାଦେଶକକୁ ୮ରନ୍‌ରେ ପରାସ୍ତ କଲା ଆଫଗାନିସ୍ତାନ, ସେମିରେ ଦକ୍ଷିଣ ଆଫ୍ରିକାକୁ ଭେଟିବ
  • ||
  • ଶୌଚ ପାଇଁ ଯାଇଥିବା ବେଳେ ମହିଳାଙ୍କୁ ଦଂଶନ କଲା ସାପ, ଚାଲିଗଲା ଜୀବନ
  • ||
  • ମାଲକାନଗିରି ସୀମାନ୍ତରେ ଏନ୍‌କାଉଣ୍ଟର, ପୋଲିସ ଗୁଳିରେ ହାର୍ଡକୋର ମାଓବାଦୀ ନିହତ
  • ||
  • ଲୋକସଭା ବାଚସ୍ପତି ନିର୍ବାଚନ: ଆଜି ପ୍ରାର୍ଥୀଙ୍କ ନାଁ ଘୋଷଣା କରିବ NDA, ମଧ୍ୟାହ୍ନ ୧୨ଟାରେ ସୁଦ୍ଧା ନାମାଙ୍କନ
  • ||
  • ଲୋକସଭା ବାଚସ୍ପତି ନିର୍ବାଚନ,ଆଜି ପ୍ରାର୍ଥୀଙ୍କ ନାଁ ଘୋଷଣା କରିବ NDA, ୧୨ଟାରେ ନାମାଙ୍କନ
  • ||
  • ରାଜ୍ୟରେ ଜୁଲାଇ ୧୫ ଯାଏ ନିଅଣ୍ଟିଆ ବର୍ଷା: ଦୁର୍ବଳ ହେବ ଘୂର୍ଣ୍ଣିବଳୟ, ସକ୍ରିୟ ହେଉନି ମୌସୁମୀ
  • ||

କୋଇଲା ବୋଝେଇ ଟ୍ରେନରେ ଲାଗିଲା ନିଆଁ

ସୋର, ୮।୬ କୋଇଲା  ବୋଝେଇ ଟ୍ରେନ  ବଗିରେ ଲାଗିଛି ନିଆଁ l ୪ଟି ବଗିରେ ଲାଗିଛି ନିଆଁ।  ସୋର ଷ୍ଟେସନରେ ଅଟକିଛି ଟ୍ରେନ। ସୋର ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ କରୁଛନ୍ତି। 

 କୋଇଲା ବୋଝେଇ ଟ୍ରେନ ଧାମରାରୁ ଖଡ଼ଗପୁର ଯିବା ବେଳେ ହଠାତ ୪ଟି ବଗିରେ ନିଆଁ ଲାଗିଯାଇଥିଲା। ଫଳରେ ସୋର ଷ୍ଟେସନରେ ଟ୍ରେନଟି ଅଟକି ରହିଛି। lସୋର ଦମକଳ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ କରୁଛନ୍ତି।   ନିଆଁ ଆୟତ୍ତ ପରେ ଗନ୍ତବ୍ୟ ସ୍ଥଳକୁ ଯାତ୍ରା କରିବ ଟ୍ରେନ l ସନ୍ଧ୍ୟା ଛଅଟାରୁ ଅଟକିଛି କୋଇଲା ବୋଝେଇ ଟ୍ରେନ l

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.