ପ୍ରମୂଖ ଖବର
  • ଯାତ୍ରା କଳିରେ ପଡିଲା ଯବନିକା, ୫ ବର୍ଷ ରହିବି ବର୍ଷେ ପରେ ମଞ୍ଚରେ ଚଢିବି କହିଲେ ପୀୟୂଷ
  • ||
  • ମହାକାଶକୁ ଉଡ଼ାଣ ଭରିବେ ଶୁଭାଂଶୁ ଶୁକ୍ଳା; ୬ ଥର ଘୁଞ୍ଚିଲା ପରେ ଆସନ୍ତାକାଲି ଲଞ୍ଚ ହେବ ଆକ୍ସିଓମ୍‌-୪ ମିଶନ୍
  • ||
  • ଗଞ୍ଜାମ: ୨ ଦଳିତଙ୍କୁ ଲଣ୍ଡା କରି ଆଣ୍ଠେଇ ଚଲାଇବା ମାମଲା, ଘଟଣାସ୍ଥଳକୁ ଯାଇ ଅନୁଧ୍ୟାନ କରିବ କଂଗ୍ରେସର ଫ୍ୟାକ୍ଟ ଫାଇଣ୍ଡିଂ ଟି
  • ||
  • ବୁଧବାର BMC କର୍ପୋରେସନ ବୈଠକ: ଏକାଧିକ ପ୍ରସ୍ତାବରେ ବାଜିବ ମୋହର, ଉଠିବ ଜଳବନ୍ଦୀ ଓ ଡେଙ୍ଗୁ ପ୍ରସଙ୍ଗ
  • ||
  • ପାଟନାରେ ପୂର୍ବାଞ୍ଚଳ ଶକ୍ତି ମନ୍ତ୍ରୀ ସମ୍ମିଳନୀ, ଆଜି ଯୋଗ ଦେବେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ
  • ||
  • ମହାପ୍ରଭୁଙ୍କୁ ଲାଗି ହେବା ପୂର୍ବରୁ ଦଶମୂଳ ମୋଦକ ଚୋରି, ମାରା ମହୌଷଧି ଶ୍ରୀଜିଉଙ୍କୁ ଲାଗି ହେଲା କିପରି ?
  • ||
  • ଗୋପାଳପୁର ଗଣଦୁଷ୍କର୍ମ ମାମଲା, ୬ ଅଭିଯୁକ୍ତଙ୍କୁ ଦିନିକିଆ ରିମାଣ୍ଡରେ ନେବ କ୍ରାଇମ୍‌ବ୍ରାଞ୍ଚ
  • ||
  • କେନ୍ଦୁଝର: ଟ୍ରକ୍ ପଛରେ ପିଟିହେଲା କନ୍ୟାଯାତ୍ରୀ ବସ୍, ଜଣେ ମୃତ ୧୩ ଗୁରୁତର
  • ||
  • ଇରାନ୍-ଇସ୍ରାଏଲ୍ ଯୁଦ୍ଧ ନେଇ ଟ୍ରମ୍ପ୍‌ଙ୍କ ବଡ଼ ଘୋଷଣା, ୧୨ ଦିନ ପରେ ସମ୍ପୂର୍ଣ୍ଣ ଅସ୍ତ୍ରବିରତି ଘୋଷଣା
  • ||
  • ଘୂର୍ଣ୍ଣିବଳୟ ପ୍ରଭାବରେ ଲଗାଣ ବର୍ଷା: ସପ୍ତାହେ ଯାଏ ପ୍ରବଳ ଛେଚିବ,୨୫ରେ ୩ଟି,୨୬ରେ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||

କୋଇଲା ବୋଝେଇ ଟ୍ରେନରେ ଲାଗିଲା ନିଆଁ

Published By : Suraj Kumar | May 24, 2025 7:07 PM

ବଲାଙ୍ଗିର,୨୪।୫ : ସଇଁତଳା ବଡ଼ମାଳ ରେଲୱେ ଷ୍ଟେସନରେ ଛିଡ଼ା ହୋଇଥିବା କୋଇଲା ବୋଝେଇ ଟ୍ରେନରେ ନିଆଁ ଲାଗିଛି। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି। 

ଗତ ୧୭ ତାରିଖରୁ ଏକ କୋଇଲା ବୋଝେଇ ଟ୍ରେନ ବଡ଼ମାଳ ରେଲୱେ ଷ୍ଟେସନରେ ଛିଡ଼ା ହୋଇଥିଲା। ଶନିବାର କୌଣସି କାରଣ ରୁ ଟ୍ରେନର ଦୁଇଟି ବଗିରେ ନିଆଁ ଲାଗିଯାଇଥିଲା। ସେଥିରୁ ୧୦ ନମ୍ୱର ବଗି ଅଧିକ ପ୍ରଭାବିତ ହୋଇ ବଗିରୁ ନିଆଁ ବାହାରୁଛୁ। ଏ ନେଇ ବଡ଼ମାଳ ଷ୍ଟେସନ ମାଷ୍ଟର ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ସଇଁତଳା ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। । ତେବେ ନିଆଁ ଲାଗିଥିବା କାରଣ ବର୍ତ୍ତମାନ ପର୍ଯ୍ୟନ୍ତ ଜଣାପଡି ନ ଥିବା ବେଲେ ଅଗ୍ନିଶମ ବିଭାଗ ନିଆଁକୁ ଆୟତ୍ତ କରିବା ରେ ଲାଗିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.