ପ୍ରମୂଖ ଖବର
  • କେନ୍ଦୁଝର : ଚୋରା କାଠ ଚାଲାଣ ବେଳେ ମାଡ଼ି ବସିଲା ବନ ବିଭାଗ, ୭ ଟ୍ରିପରୁ ଉର୍ଦ୍ଧ୍ଵ କାଠ ଜବତ
  • ||
  • ଯାଜପୁର : ଶୌଚ ହେବାକୁ ଯାଇ କେନାଲରେ ଭାସିଗଲେ ନାବାଳକ
  • ||
  • ଭୁବନେଶ୍ଵର : ୨୭ରେ ବସିବ ନୀତି ଆୟୋଗ ବୈଠକ, ଯୋଗଦେବେ ମୁଖ୍ୟମନ୍ତ୍ରୀ
  • ||

ପଟିଆ ଛକ ନିକଟ ଲକି ଇଣ୍ଡିଆ ଆପାର୍ଟମେଣ୍ଟରେ ଅଗ୍ନିକାଣ୍ଡ, ଦୀର୍ଘ ଘଣ୍ଟା ପରେ ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ

ଭୁବନେଶ୍ଵର, ୨୦/୦୬ : ଭୁବନେଶ୍ଵର ପଟିଆ ଛକ ନିକଟ ଏକ ଆପାର୍ଟମେଣ୍ଟରେ ଅଗ୍ନିକାଣ୍ଡ। ଲକି ଇଣ୍ଡିଆ ଆପାର୍ଟମେଣ୍ଟ ଭିତରେ ନିଆଁ ଲାଗିଛି। ଆପାର୍ଟମେଣ୍ଟର ୮ ମହଲାରେ ନିଆଁ ଲାଗିଥିବା ସୂଚନା ମିଳିଛି। ଖବର ପାଇ ଘଟଣାସ୍ଥଳରେ ଦୁଇଟି ଅଗ୍ନିଶମ ବାହିନୀ ଗାଡ଼ି ନିଆଁକୁ ଆୟତ୍ତ କରିଛନ୍ତି। ଲୋକମାନଙ୍କୁ ସୁରକ୍ଷିତ ଭାବରେ ଉଦ୍ଧାର କରାଯିବା ସହ ନିଆଁକୁ ଆୟତ୍ତ କରାଯାଇଛି। ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି।


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.