ପ୍ରମୂଖ ଖବର
  • ରବିବାର ଖୋଲିବ ହୀରାକୁଦ ଜଳଭଣ୍ଡାର ଗେଟ୍, ନିଷ୍କାସିତ ହେବ ପ୍ରଥମ ବନ୍ୟା ଜଳ, ୧୨ ଜିଲ୍ଲାକୁ କରାଗଲା ସତର୍କ
  • ||
  • ମହଣ ମହଣ ସୁନାରେ ଝଟକିବେ ଦାରୁବ୍ରହ୍ମ, ରଥାରୂଢ଼ ଶ୍ରୀଜିଉଙ୍କ ରାଜରାଜେଶ୍ୱର ବେଶ ଦର୍ଶନ କରିବେ ଶ୍ରଦ୍ଧାଳୁ
  • ||
  • ଆମେରିକା ଟେକ୍ସାସରେ ଭୟଙ୍କର ବନ୍ୟା ସ୍ଥିତି, ୪୩ ମୃତ ୨୩ ନିଖୋଜ
  • ||
  • ଟ୍ରମ୍ପଙ୍କୁ ସିଧା ଟକ୍କର ଦେବେ ଏଲନ ମସ୍କ; ନୂଆ ଦଳର କଲେ ଘୋଷଣା
  • ||
  • ଲଘୁଚାପ ରୂପ ନେଇପାରେ ଘୂର୍ଣ୍ଣିବଳୟ: ଆସନ୍ତା ୩ ଦିନ ପ୍ରବଳ ବର୍ଷା ସମ୍ଭାବନା, ୮ରୁ ଉପକୂଳରେ କମିବ
  • ||

କଟକରେ ଜଳିଗଲା ମୋ ବସ୍, ଯାତ୍ରୀ ସୁରକ୍ଷିତ ଭାବେ ଉଦ୍ଧାର

Published By : Suraj Kumar | December 14, 2024 8:56 PM

କଟକ,୧୪।୧୨ :  କଟକ ଲିଙ୍କ ରୋଡରେ ଜଳିଗଲା ମୋ ବସ୍। ଚଳନ୍ତା ଗାଡ଼ି ରେ ନିଆଁ ଲାଗିଥିବା  ଜଣାପଡିଛି। ବସ୍ ରେ ଥିବା ଯାତ୍ରୀ ଙ୍କୁ ସୁରକ୍ଷିତ ଭାବେ ଗାଡିରୁ ବାହାର କରାଯାଇଛି। ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀର କର୍ମଚାରୀ  ପହଞ୍ଚି ନିଆଁ ଲିଭାଇବା କାର୍ଯ୍ୟ ଜାରି ରଖିଛନ୍ତି। ତେବେ କିପରି ବସରେ ନିଆଁ ଲାଗିଲା କାରଣ ଜଣାପଡି ନାହିଁ।  ଭୁବନେଶ୍ବରରୁ କଟକ ଫେରୁଥିଲା ମୋ ବସ୍। 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.