ପ୍ରମୁଖ ଖବର
  • କଟକରେ ବେଆଇନ ଗୁଟ୍‌ଖା କାରଖାନା ଠାବ: ଲକ୍ଷାଧିକ ଟଙ୍କାର କଞ୍ଚାମାଲ୍‌ ଜବତ, ମାଲିକ ସହ କର୍ମଚାରୀ ଗିରଫ
  • ||
  • ବରେଲି: ହାଇୱେରେ ଟ୍ରକକୁ ଧକ୍କା ଦେବା ପରେ ଜଳିଗଲା କାର୍, ଜିଅନ୍ତା ଜଳିଗଲେ ୮ ବରଯାତ୍ରୀ
  • ||
  • ମଦ ବ୍ୟବସାୟୀଙ୍କ ଘରେ ଆୟକର ଚଢ଼ଉ ଘଟଣା: ୪ ଦିନର ଚଢ଼ାଉରେ ଗଣା ସରିଲା ୧୮୮ କୋଟି, ବଳକା ଟଙ୍କା ଗଣିବାକୁ ଲାଗିବ ଆଉ ୨ ଦିନ
  • ||
  • ଆଜି ଦକ୍ଷିଣ ଆଫ୍ରିକା ଓ ଭାରତ ମଧ୍ୟରେ ପ୍ରଥମ ଟି-ଟ୍ୱେଣ୍ଟି ମୁକାବିଲା, ବିସ୍ଫୋରକ ବ୍ୟାଟିଂ ଉପରେ ଟିମ୍‌ ଇଣ୍ଡିଆର ଫୋକସ୍‌
  • ||
  • ଭୁବନେଶ୍ୱର: ରାଜ୍ୟରେ ବଦଳିଲା ପାଗ, ଖସିଲା ତାପମାତ୍ରା: ଆସନ୍ତା ୨ ଦିନରେ ୨ ଡିଗ୍ରୀ ଖସିବ ରାତି ପାରଦ
  • ||

ଚାନ୍ଦିନୀ ଚୌକରେ ପୁଣି ଅଗ୍ନିକାଣ୍ଡ, ସ୍ଥାନୀୟ ଲୋକେ ଆତଙ୍କିତ

କୋଲକାତା, ୧୧/୧୧ : କୋଲକାତା ଚାନ୍ଦିନୀ ଚୌକରେ ପୁଣି ଅଗ୍ନିକାଣ୍ଡ। ଶନିବାର ୧୦ଟା ୩୫ରେ ଚାନ୍ଦିନୀ ଚୌକର ବହୁ ମହଲା ବିଶିଷ୍ଟ କୋଠାରେ ନିଆଁ ଲାଗିଛି। ଫଳରେ ସମଗ୍ର ଅଞ୍ଚଳ କଳା ଧୂଆଁରେ ଆବୃତ ହୋଇଯାଇଛି। ଅଗ୍ନିଶମ ବାହିନୀ ଦ୍ଵାରା ନିଆଁ ଲିଭା କାର୍ଯ୍ୟ ଚାଲିଛି।

ଚାନ୍ଦିନୀ ଚୌକ ମାର୍କେଟ କମ୍ପ୍ଲେକ୍ସ ଅଞ୍ଚଳରେ ଥିବା ବହୁ ମହଲା ବିଶିଷ୍ଟ କୋଠାରୁ ଧୂଆଁ ବାହାରୁଥିବା ଦେଖିବାକୁ ମିଳିଥିଲା। ମୂହୁର୍ତ୍ତକ ମଧ୍ୟରେ ସମଗ୍ର ଅଞ୍ଚଳ କଳା ଧୂଆଁରେ ଆବୃତ୍ତ ହୋଇଯାଇଥିଲା। ଏନେଇ ଅଗ୍ନିଶମ ବିଭାଗକୁ ଖବର ଦିଆଯାଇଥିଲା। ଦୁଇଟି ଦମକଳ ଗାଡି ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭା କାର୍ଯ୍ୟ ଜାରି ରଖିଛନ୍ତି। ନିଆଁ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ନିୟନ୍ତ୍ରଣକୁ ଆସିନାହିଁ। ସ୍ଥାନୀୟ ଲୋକମାନେ ଆତଙ୍କିତ ଅବସ୍ଥାରେ ଅଛନ୍ତି। 

  • prameyanews
  • PrameyaOdia
  • prameya
  • Copyright © 2022 - Summa Real Media Private Limited. All Rights Reserved.