PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରଗଡ : ବିଜେପିରେ ମିଶିଲେ ବରଗଡର ପୂର୍ବତନ ସାଂସଦ ସଞ୍ଜୟ ଭୋଇ
  • ||
  • ଚୌଦ୍ୱାର : ୧୬୨ ପେଟି କଫସିରଫ ଜବତ, ୨ ଗିରଫ
  • ||
  • ରାଉରକେଲା : ଓଡ଼ିଶା-ଝାଡଖଣ୍ଡ ସୀମାନ୍ତରେ ପୁଲିସ ଓ ନକ୍ସଲଙ୍କ ମଧ୍ୟରେ ଗୁଳି ବିନିମୟ, ଖସିଗଲା ମାଓ ନେତା ଅନମୋଲ
  • ||
  • ଭୁବନେଶ୍ଵର : ୨୦୨୦ ରୁ ୨୦୨୨ ମଧ୍ୟରେ ଓଡ଼ିଶାରେ କୋଭିଡ୍‌ରେ ମରିଛନ୍ତି ୨୦ ହଜାରରୁ ଉର୍ଦ୍ଧ୍ଵ, ଫାଇଲିନ୍ ବାତ୍ୟାରେ ହୋଇଛି ସର୍ବାଧିକ କ୍ଷତି
  • ||
  • ଭୁବନେଶ୍ଵର : ରାଜ୍ୟରେ ୫୫୧୫ଟି ଅଛି ପଡ଼ା ଗାଁ, ୬୬୫ ଗାଁକୁ ମିଳିଛି ରାଜସ୍ଵ ମାନ୍ୟତା
  • ||

କଳାହାଣ୍ଡି: କତେଲ ଘାଟୀରେ ପୋଲିସ-ମାଓବାଦୀ ଗୁଳି ବିନିମୟ, ମାଓ ସାମଗ୍ରୀ ଜବତ

କଳାହାଣ୍ଡି ୧୩/୨:  ପୋଲିସ ମାଓବାଦୀ ଗୁଳି ବିନିମୟ  । ଭବାନୀପାଟଣା ସଦର ଥାନା କତେଲ ଘାଟୀରେ ପୋଲିସ-ମାଓବାଦୀ ମଧ୍ୟରେ ଗୁଳି ବିନିମୟ ହୋଇଛି । ତେବେ ପୋଲିସ ଗୁଳିର ମୁକାବିଲା କରିନପାରି  ମାଓବାଦୀମାନେ ଛତ୍ରଭଙ୍ଗ ଦେଇଛନ୍ତି । ୧୦ରୁ ଅଧିକ ମାଓବାଦୀ ଘଟଣାସ୍ଥଳରୁ ପଛଘୁଞ୍ଚା ଦେଇଛନ୍ତି । ଘଟଣାସ୍ଥଳରୁ  ଅନେକ ମାଓ ସାମଗ୍ରୀ ଜବତ ହୋଇଛି । ଏନେଇ ସୂଚନା ଦେଇଛନ୍ତି ଏସପି ବଦୁଲା ଗଙ୍ଗାଧର ।