ପ୍ରମୂଖ ଖବର
  • ସାରା ରାଜ୍ୟରେ ଲାଗୁ ହେବ ସୁଭଦ୍ରା ଯୋଜନା, ୧୦୦ ଦିନ ଭିତରେ ହେବ କାର୍ଯ୍ୟକାରୀ
  • ||
  • ଜନ୍ମମାଟିରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମା' ତାରିଣୀ ପୀଠ ପାଇଁ ୫୦ କୋଟିର ଅନୁଦାନ
  • ||
  • T-20 ବିଶ୍ୱକପ୍ ସୁପର ୮ ରାଉଣ୍ଡ, ୨୧ ରନ୍‌ରେ କଙ୍ଗାରୁ ବାହିନୀ ଚିତ୍ ପଟାଙ୍ଗ, ଆଫଗାନିସ୍ତାନ ପ୍ରଥମ ବିଜୟ
  • ||
  • ଯୌନ ନିର୍ଯାତନା ମାମଲା, ପ୍ରଜ୍ବଳଙ୍କ ଭାଇ ସୂରଜ ରେଭାନ୍ନାକୁ ବାନ୍ଧିଲା ପୋଲିସ
  • ||
  • ମାଲକାନଗିରି ସହରର ଡିଏନ୍‌କେ ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଜଣେ ମହିଳା ମୃତ
  • ||
  • ସାଲେପୁର: ବାଇକ୍‌ ସହ ପୋଲରୁ ଖସି ପଡ଼ିଲେ ୨ ଆରେହୀ, ଜଣେ ମୃତ ,ଜଣେ ଗୁରୁତର
  • ||
  • ରବିବାରଠୁ ୨ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ମା’ ତାରିଣୀଙ୍କୁ ଦର୍ଶନ ପରେ ଜନସମାବେଶରେ ହେବେ ସାମିଲ
  • ||
  • ଶ୍ରୀମନ୍ଦିରରେ ପଟିଦିଅଁ ବିଜେ, ଜ୍ୱରରୁ ମୁକ୍ତି ପାଇଁ ମହାପ୍ରଭୁଙ୍କ ଗୁପ୍ତ ଅନବସର ସେବା ଆରମ୍ଭ
  • ||
  • ଆସନ୍ତା ଦୁଇ ଦିନ ବିକ୍ଷିପ୍ତ ସ୍ଥାନରେ ବର୍ଷା ସମ୍ଭାବନା, ୨୫ରୁ ରାଜ୍ୟରେ ପ୍ରବଳ ଛେଚିବ
  • ||

କେନ୍ଦୁଝରରେ ପୋଲିସ ପ୍ରଶାସନ ତରଫରୁ ପ୍ଲାଗ ମାର୍ଚ୍ଚ

କେନ୍ଦୁଝର ସଦର, ୨୪/୫ : ଆସନ୍ତାକାଲି କେନ୍ଦୁଝରରେ ହେବ ଲୋକସଭା ନିର୍ବାଚନ। ଏଥିପାଇଁ କେନ୍ଦୁଝର ଜିଲ୍ଲା ସଦର ନିର୍ବାଚନୀ ମଣ୍ଡଳୀ ଅନ୍ତର୍ଗତ ମହାଦେଇଯୋଡା ବରଦାପାଳ ତଳ କଇଁସାରୀ ଏବଂ କୁମୁଣ୍ଡି ପଞ୍ଚାୟତର ସମସ୍ତ ବୁଥରେ ସେଣ୍ଟ୍ରାଲ ଫୋର୍ସ ମୁତୟନ କରାଯାଇଛି। ଗୁରୁବାର ପୋଲିସ ପ୍ରଶାସନ ତରଫରୁ ପ୍ଲାଗ ମାର୍ଚ୍ଚ କରଯାଇଛି। ନିର୍ବାଚନ କିପରି ଖୁବ୍ ଶାନ୍ତିଶୃଙ୍ଖଳାରେ ସମ୍ପନ୍ନ ହେବ ସେଥିପ୍ରତି କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.