PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆଦିଲ୍ଲୀ : ଭଗବାନ ଚିତ୍ରଗୁପ୍ତଙ୍କ ଚରିତ୍ରକୁ ମଜାଳିଆ ଢଙ୍ଗରେ ଚିତ୍ରଣ କରିବାକୁ ନେଇ ଅଭିନେତା ଅଜୟ ଦେବଗନଙ୍କ ସମେତ କେତେକଙ୍କ ନାଁରେ ଏତଲା
  • ||
  • ଖୋର୍ଦ୍ଧା : ଆୟକର ଅଧିକାରୀ ସୁମନ ସୁନ୍ଦର ସାହୁଙ୍କ ବାସଭବନରେ ସିବିଆଇ ରେଡ୍, ଖୋର୍ଦ୍ଧାର ଶାନ୍ତି ଜୁଏଲର୍ସ ମାଲିକଙ୍କ ଠାରୁ ନେଉଥିଲେ ସୁନା ଓ ଟଙ୍କା
  • ||
  • ସମ୍ବଲପୁର : ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଲକର ଗୋବିନ୍ଦପୁରକୁ ପ୍ରଥମ ‘ପକ୍ଷୀଗ୍ରାମ’ ମାନ୍ୟତା, ଯୋଜନାରେ ସାମିଲ ହେବେ ୩ ଗାଁ
  • ||
  • ଭୁବନେଶ୍ବର : ବରମୁଣ୍ଡା ବସ ଷ୍ଟାଣ୍ଡରୁ ୫୦କେଜି ଗଞ୍ଜେଇ ଜବତ, ୪ ଗଞ୍ଜେଇ ଚୋରା ଚାଲାଣକାରୀ ଗିରଫ
  • ||
  • ଭୁବନେଶ୍ୱର : ହସ୍ପିଟାଲରୁ ଡିସଚାର୍ଜ ହେଲେ ଓଲିଉଡ ଷ୍ଟାର ବାବୁସାନ ମହାନ୍ତି, ଗତ କିଛି ଦିନ ହେବ ଅସୁସ୍ଥ ହୋଇ ଭୁବନେଶ୍ୱରର ଘରୋଇ ମେଡିକାଲରେ ହେଉଥିଲେ ଚିକିତ୍ସିତ
  • ||
  • କଟକ : କଟକ ପାରାଦୀପ ରାସ୍ତା ସୋମପୁର ବଜାର ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଗ୍ୟାରେଜ ଉପରେ ମାଡିଗଲା ଟ୍ରକ
  • ||
  • ଯାଜପୁର : କୁଆଖିଆ ଥାନା ଅନ୍ତର୍ଗତ ବସଷ୍ଟାଣ୍ଡ ନିକଟରେ ଯାଜପୁର ଅବକାରୀ ବିଭାଗ ଚଢ଼ାଉ, ୮୦ ଗ୍ରାମ ବ୍ରାଉନସୁଗାର ଜବତ
  • ||

ଧନୁଆରେ ବନ୍ୟା, ବହୁ ଗାଁ ଜଳବନ୍ଦୀ

ବାଲିପାଟଣା, ୧୭।୮  ଧନୁଆରେ ବନ୍ୟା ଆସିବା ଯୋଗୁ ବାଲିପାଟଣା ବ୍ଳକର ୫ଟି ଗ୍ରାମ ପଞ୍ଚାୟତର ବିଭିନ୍ନ ଗ୍ରାମ ଜଳମଗ୍ନ ହୋଇଛି । ଲୋକ ମାନେ ନାହିଁ ନ ଥିବା ଅସୁବିଧା ର ସମ୍ମୁଖିନ ହେଉଛନ୍ତି । ପମ୍ପାଲୋ ଗ୍ରାମ ପଞ୍ଚାୟତ ଦରଡା ଗ୍ରାମ ବାସୀ ଜଳବନ୍ଦୀ ଭାବେ ରହିଛନ୍ତି । ଲୋକଙ୍କ ଘରେ ବନ୍ୟା ଜଳ ପ୍ରବେଶ କରିଛି ।  ଚୁଲି ରେ ପାଣି ପଶି ଯିବାରୁ ରୋଷାଇ କରିବାରେ ମହିଳା ମାନେ ନାନା ଅସୁବିଧା ର ସମ୍ମୁଖୀନ ହେଉଛନ୍ତି । ସେହିପରି ଚାଷ ଜମିରେ ପାଣି ମାଡିଯାଇଛି। ଫଳରେ ଫସଲ ନଷ୍ଟ ହୋଇଯାଇଛି। ବହୁ ପନିପରିବା ଚାଷ ଜମିରେ ପଚି ନଷ୍ଟ ହୋଇଛି। ଅନ୍ୟପକ୍ଷରେ ପ୍ରଶାସନ ପକ୍ଷରୁ ରିଲିଫ ବ୍ୟବସ୍ଥା କରିନଥିବାରୁ ଗ୍ରାମବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି ।