ପ୍ରମୂଖ ଖବର
  • ମାଲକାନଗିରି ଜିଲ୍ଲାରେ ଭିଷଣ ବର୍ଷା, ନଦୀରେ ବନ୍ୟା ଜଳ ଯୋଗୁଁ ଯୋଗାଯୋଗ ବିଛିନ୍ନ
  • ||
  • ବୌଦ୍ଧ : ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀର ଗଳା କାଟି ହତ୍ୟା କଲା ନୃଶଂସ ସ୍ବାମୀ
  • ||
  • ଖଣ୍ଡପଡ଼ା : ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ମରଣାନ୍ତକ ଆକ୍ରମଣ, ଯୁବକ ଗୁରୁତର
  • ||
  • ଭୁବନେଶ୍ବର : ପଡୋଶୀଙ୍କୁ ବନ୍ଧୁକ ଦେଖାଇଲେ ଯୁବକ, ଅଭିଯୁକ୍ତ ଗିରଫ
  • ||
  • ଚିତ୍ରକୋଣ୍ଡା : ମାଟି ଅତଡ଼ା ଧସି ରାସ୍ତା ଅବରୋଧ, ଯାତାୟତ ଠପ୍‌
  • ||
  • ସୋର : ଆଇନଜୀବୀଙ୍କ ଘରୁ ଚୋରି, ଲକ୍ଷାଧିକ ଟଙ୍କାର ସୁନା ଗହଣା ଓ ନଗଦ ୨୦ ହଜାର ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ
  • ||
  • ଢେଙ୍କାନାଳ: ଅସହାୟ ଯୁବତୀଙ୍କୁ ମାସାଧିକକାଳ ଗଣଦୁଷ୍କର୍ମ ଘଟଣା: ୪ ଅଭିଯୁକ୍ତଙ୍କୁ ଉଠାଇ ଆଣିଲା ପୁଲିସ, ୨ ଫେରାର୍
  • ||
  • ଭଦ୍ରକ: ବାଇକ୍‌କୁ ଧକ୍କା ଦେଲା ଟ୍ରକ୍, ଦୁର୍ଘଟଣାସ୍ଥଳରେ ଚାଲିଗଲା ଦୁଇ ଜୀବନ
  • ||
  • ବାଲେଶ୍ୱର : ଖଡ଼ୁପାହି ବେଳାଭୂମିରୁ ମିଳିଲା ଅଜଣା ମହିଳାଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • କେନ୍ଦ୍ରାପଡ଼ା ୨୨ ଗାଁରେ କୁକୁଡ଼ା ମରା ଅଭିଯାନ: ପୋତାଗଲା ୪ ହଜାର କୁକୁଡ଼, ଚିକେନ୍‌-ଅଣ୍ଡା ବିକ୍ରି ଉପରେ କଟକଣା
  • ||
  • ନବରଙ୍ଗପୁର : ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଚାଲିଗଲା ଯୁବକଙ୍କ ଜୀବନ, ମୃତ୍ୟୁସଂଖ୍ୟା ୩କୁ ବୃଦ୍ଧି
  • ||
  • କୋରାପୁଟ : ଜଲାପୁଟ ଡ୍ୟାମ୍‌ର ଖୋଲିଲା ୬ଟି ଗେଟ୍‌, ସ୍ପିଲ୍‌ ୱେ ଡ୍ୟାମ୍‌ ଏବଂ ମୁଖ୍ୟ ଡ୍ୟାମ୍‌ ଦେଇ ୨୩,୦୦୦ କ୍ୟୁସେକ ଜଳ ନିଷ୍କାସିତ
  • ||
  • ଭୁବନେଶ୍ୱର: କେଶରୀ ଏନକ୍ଲେଭରେ ବୋମାମାଡ଼, ପାର୍ବଣ ସମୟରେ ପୁଲିସକୁ ଚ୍ୟାଲେଞ୍ଜ
  • ||
  • ବଙ୍ଗୋପସାଗରରେ ଗଭୀର ଅବପାତ: ଉପକୂଳକୁ ଭୀଷଣ, ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କତା ଜାରି କଲେ SRC
  • ||
  • ବୌଦ୍ଧ : ସାପ କାମୁଡ଼ାରେ ତିନି ନାବାଳିକା ଝିଅଙ୍କ ମୃତ୍ୟୁ, ବାପା ଗୁରୁତର
  • ||

ହରଭଙ୍ଗାରେ ବନ୍ୟା : ବୌଦ୍ଧ –ହରଭଙ୍ଗା ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ, ମାରଡ଼ା ଗ୍ରାମ ଜଳବନ୍ଦୀ

ହରଭଙ୍ଗା ୮।୮ : ରାଜ୍ୟ ରେ ତିନି ଦିନ ଧରି ଲଘୁଚାପ ଜନିତ ଲଗାଣ ବର୍ଷା  ଲାଗି ରହିଛି। ଏଥିସହ ମହାନଦୀ ର ଉପର ମୁଣ୍ଡ ରେ ମଧ୍ୟ ଲଗାଣ ବର୍ଷା ହୋଇଥିବାରୁ ମହାନଦୀ ରେ ବନ୍ୟା ଜଳ ଆସି ବହୁ ଚାଷ ଜମି ଜଳ ମଗ୍ନ ହୋଇଛି।ସେହିପରି ବୌଦ୍ଧ -ହରଭଙ୍ଗା ଜଗନ୍ନାଥ ସଡ଼କ ର ସାକୁସିଙ୍ଗା ନାଳ ଉପରେ ବନ୍ୟା ଜଳ ପ୍ରବାହିତ ହେଉଥିବାରୁ ଯୋଗାଯୋଗ ବିଛିନ୍ନ ହୋଇ ପଡ଼ିଛି। ବିଶେଷ ଭାବେ ଚାଷ ଜମି ଗୁଡ଼ିକ ଜଳ ମଗ୍ନ ହୋଇଥିବା ଯୋଗୁଁ ଧାନ ଫସଲ କ୍ଷତିଗ୍ରସ୍ତ ହୋଇଥିବା ଜଣା ପଡ଼ିଛି। 

ଏହି ବନ୍ୟା ରେ ହରଭଙ୍ଗା, କୁଡାସିଙ୍ଗା, ବୁକେସିଙ୍ଗା, ପାଣିଘରା, ଧଳପୁର, ଖଣ୍ଡିଧଳପୁର, କୁମାରୀ, ଅତଳସରା ଆଦି ଅଞ୍ଚଳ ର ୩୦ ରୁ ଉର୍ଦ୍ଧ ଗ୍ରାମର ଏକର ଏକର ଚାଷ ଜମି ଜଳ ମଗ୍ନ ହୋଇଛି। ବନ୍ୟା ଜଳ ଆସି ମାରଡ଼ା ଗ୍ରାମ ଟି ଜଳବନ୍ଦୀ ଅବସ୍ଥା ରେ ଅଛି । ଗ୍ରାମ ଦେଇ ପ୍ରବାହିତ ହୋଇଥିବା ଉଦଣ୍ଡି ନାଳରେ ବନ୍ୟା ଜଳ ପାଞ୍ଚଫୁଟ ଉପରେ ପ୍ରବାହିତ ହେଉଥିବାରୁ ମାରଡ଼ା ଗ୍ରାମଟି ସମ୍ପୂର୍ଣ ବାହ୍ୟ ଜଗତରୁ ବିଛିନ୍ନ ହୋଇଥିବା ମଧ୍ୟ ସୂଚନା ମିଳିଛି। ତେଣୁ ଜିଲ୍ଲା ପ୍ରଶାସନ ସ୍ୱତନ୍ତ୍ର ଦୃଷ୍ଟି ଦେବାକୁ ସାଧାରଣ ରେ ଦାବୀ ହେଉଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.