ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ସେନାର ଅପରେସନ୍ ମହାଦେବକୁ ବଡ଼ ସଫଳତା, ଯବାନଙ୍କ ଗୁଳିରେ ୩ ଆତଙ୍କୀ ସଫା
  • ||
  • ଭୁବନେଶ୍ବର: ସତ୍ୟବିହାର ଅଞ୍ଚଳରେ ମହିଳା ହଷ୍ଟେଲରେ ଅଗ୍ନିକାଣ୍ଡ,ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ଟିମ୍
  • ||
  • ରାଉରକେଲା : ଠିକା କର୍ମଚାରୀଙ୍କ ଆତ୍ମହତ୍ୟା ଉଦ୍ୟମ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • କେନ୍ଦ୍ରାପଡ଼ା: ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ; ବିଜ୍ଞାନ ଶିକ୍ଷକକୁ ନିଲମ୍ବନ କଲେ ଜିଲ୍ଲା ଶିକ୍ଷାଧିକାରୀ
  • ||
  • ବଳଙ୍ଗା ନାବାଳିକା ପୋଡ଼ି ମାମଲା: ବଢ଼ିଲା ସୁରକ୍ଷା, ପୀଡ଼ିତାଙ୍କ ଘରେ ପୁଲିସ ମୁତୟନ
  • ||
  • ବାଲେଶ୍ୱର : ଧାମରାରେ ମିସାଇଲ୍‌ ପ୍ରଳୟ-୬ର ସଫଳ ପରୀକ୍ଷଣ, ୧୫୦ ରୁ ୫୦୦ କିମି ଯାଏଁ କରିପାରିବ ଲକ୍ଷ୍ୟଭେଦ
  • ||
  • ନାଇଜେରିଆର ଡଙ୍ଗା ବୁଡ଼ି ୨୫ ମୃତ; ଅନେକ ନିଖୋଜ, ଡଙ୍ଗାରେ ଥିଲେ ମୋଟ୍ ୧୦୦ ଯାତ୍ରୀ
  • ||
  • ଫିଡେ ମହିଳା ଚେସ୍‌ ବିଶ୍ୱକପ୍‌ ଫାଇନାଲ୍‌: ଦିବ୍ୟା-ହମ୍ପି ଦ୍ୱିତୀୟ କ୍ଲାସିକାଲ ଗେମ୍‌ ଡ୍ର’, ଆଜି ଟାଇବ୍ରେକରେ ଫଳାଫଳ ନିର୍ଣ୍ଣୟ
  • ||
  • ଭଦ୍ରକରେ ବନ୍ୟା ବିତ୍ପାତ; ୪ ପଞ୍ଚାୟତରେ ୨ ଦିନ ସ୍କୁଲ୍‌ ଛୁଟି
  • ||
  • ଜର୍ମାନୀରେ ଲାଇନଚ୍ୟୁତ ହେଲା ଟ୍ରେନ; ୩ ମୃତ, ୩୪ ଆହତ
  • ||
  • ଉତ୍ତର ଓଡ଼ିଶାରେ ବନ୍ୟା: ୬ ଜିଲ୍ଲାରେ ୧୧ ହଜାର ଲୋକ ପ୍ରଭାବିତ, ପାଣିଘେରରେ ଯାଜପୁରର ୧୧ ପଞ୍ଚାୟତ
  • ||
  • ଜଗତସିଂହପୁର : ବାଇକ୍‌କୁ ପିଟିଲା ବସ୍‌; ଜଣେ ମୃତ, ଜଣେ ଗୁରୁତର
  • ||
  • ବାରାବାଙ୍କୀ ଅବସାନେଶ୍ୱର ଶିବ ମନ୍ଦିରରେ ଦଳାଚକଟା, ୨ ଶ୍ରଦ୍ଧାଳୁ ମୃତ
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି, ଆଜି ଅପରାହ୍ନ ୬ଟାରୁ ରାତି ୧୦ ଦର୍ଶନ ମନା
  • ||
  • ଶ୍ରାବଣ ମାସର ତୃତୀୟ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ଜଳକା ନଦୀରେ ପୁଣି ବନ୍ୟା : ବହୁ ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ, ଚାଷ ଜମିରେ ଲହଡ଼ି ମାରୁଛି ବନ୍ୟା ପାଣି

Published By : Rasmita Pradhan | July 26, 2025 11:00 AM

ଜଳେଶ୍ଵର, ୨୬/୦୭ : ଉପରମୁଣ୍ଡରେ ପ୍ରବଳ ଲଘୁଚାପ ବର୍ଷା ଯୋଗୁଁ ଜଳକା ନଦୀରେ ବନ୍ୟା। ବସ୍ତା ମାଥାନି ଠାରେ ସତର୍କ ସୂଚନା ଉପରେ ପ୍ରବାହିତ ହେଉଛି ବନ୍ୟା ପାଣି। ମାଥାନି ଠାରେ ବିପଦ ସଙ୍କେତ ୬. ୫୦ମିଟର ଥିଲାବେଳେ ସକାଳ ୭ଟା ସୁଦ୍ଧା ବନ୍ୟା ଜଳ ୬. ୮୦ ମିଟର ଉପରେ ପ୍ରବାହିତ ହେଉଛି। ବନ୍ୟା ଆସିବା ଫଳରେ ବସ୍ତା ବ୍ଲକର ୭ଟି ପଞ୍ଚାୟତ ଓ ସଦର ବ୍ଲକର ୨ଟି ପଞ୍ଚାୟତ ପ୍ରଭାବିତ ହୋଇଛନ୍ତି। ବହୁ ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଯାଇଛି। ଚାଷ ଜମିରେ ବନ୍ୟା ପାଣି ଲହଡ଼ି ମାରୁଛି। 

ଉପର ମୁଣ୍ଡର ଶୁଳିଆପଦା, ମୁରୁଡ଼ା, ରାସଗୋବିନ୍ଦ ବ୍ଲକରେ ପ୍ରବଳ ବର୍ଷା ଫଳରେ ଜଳକା ନଦୀରେ ବନ୍ୟା ଆସିଛି। ଫଳରେ ବସ୍ତା ବ୍ଲକର ୭ଟି ପଞ୍ଚାୟତ ମଥାନୀ, ବାହାର୍ଦା, ଦରଡ଼ା, ମୁକୁଳିଶି, ଚକୁରାଇ, ସଦାନନ୍ଦପୁର, ପତ୍ରଝଡା ସହିତ ସଦର ବ୍ଲକର ୨ଟି ପଞ୍ଚାୟତ ରସଲପୁର ଓ ଶ୍ରୀରାମପୁର ଆଦି ପଞ୍ଚାୟତରେ ବନ୍ୟା ପାଣି ପଶିଛି। ବହୁ ଗାଁ ବାହ୍ୟ ଜଗତରୁ ବିଚ୍ଛିନ୍ନ ହୋଇଯାଇଛି। ତଳିଆ ଅଞ୍ଚଳ ଲୋକେ ଭୟଭୀତ ଅବସ୍ଥାରେ ଅଛନ୍ତି। ବନ୍ୟା ଆସିବା ଫଳରେ ବସ୍ତା ଓ ମାଥାନି ରାସ୍ତା ଉପରେ ୪ଫୁଟ ଉଚ୍ଚର ପାଣି ଚାଲୁଛି। ଯାତାୟାତ ସମ୍ପୂର୍ଣ୍ଣ ଠପ୍ ହୋଇଯାଇଛି। 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.