ପ୍ରମୁଖ ଖବର
  • କାମାକ୍ଷାନଗର: ଅଜଣା ଗାଡ଼ି ଧକ୍କା ରେ ସାଇକେଲ ଆରୋହୀ ଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକଙ୍କ ରାସ୍ତା ରୋକ
  • ||
  • ଆସିଲା ବିଜେଡି ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା, ଚମ୍ପୁଆରୁ ସନାତନ ମହାକୁଡ଼, ବଡଚଣାରୁ ବର୍ଷା ପ୍ରିୟଦର୍ଶିନୀ
  • ||
  • ଦିଲ୍ଲୀପ ରାୟଙ୍କ ରାସ୍ତାରେ ନିହାର କଣ୍ଟା ! ପ୍ରାର୍ଥୀ ଚୟନକୁ ନେଇ ଦେଖା ଦେଇଛି ବିବାଦ
  • ||
  • ଆଜି ପ୍ରକାଶ ପାଇବ ୟୁଜିସି-ନେଟ୍‌ ଜୁନ୍‌ ସେସନ୍‌-୨୦୨୪ ଆବେଦନ ପ୍ରକ୍ରିୟା
  • ||
  • ବାଇକ୍‌କୁ ଧକ୍କା ଦେଲା ଆମ୍ଵୁଲାନ୍ସ, ଦୁଇ ଶିଶୁଙ୍କ ଆଖି ଆଗରେ ଚାଲିଗଲା ବାପା-ମାଙ୍କ ଜୀବନ
  • ||
  • ହୀରାକୁଦରେ ଡଙ୍ଗା ବୁଡି ଟ୍ରାଜେଡି: ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି, ଜଣେ ଏବେ ବି ନିଖୋଜ
  • ||
  • ମେ'୧ରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା
  • ||
  • ଶନିବାର ବାହୁଡ଼ିବେ ମହାପ୍ରଭୁ ଶ୍ରୀଲିଙ୍ଗରାଜ: ଦିନ ସାଢ଼େ ୧ରେ ପହଣ୍ଡି, ସାଢେ ୩ଟାରେ ରଥଟଣା
  • ||
  • ଶନିବାର ବିଶ୍ବପ୍ରସିଦ୍ଧ ରଥଯାତ୍ରା ପ୍ରଥମ ସମନ୍ୱୟ ବୈଠକ, ଅଧ୍ୟକ୍ଷତା କରିବେ ଆର୍‌ଡିସି
  • ||
  • ଆଜି ବି ଅତି ଭୀଷଣ ଗ୍ରୀଷ୍ମପ୍ରବାହ, ୨୧ ଯାଏ ନିସ୍ତାର ନାହିଁ, କାଳବୈଶାଖୀ ପାଇଁ କମିପାରେ ତାତି
  • ||
  • IPL ୨୦୨୪: ଆଜି ଦିଲ୍ଲୀ-ହାଇଦ୍ରାବାଦ ଲଢ଼େଇ, କ୍ୟାପିଟାଲ୍ସ ଗଡ଼ ଧ୍ୱଂସ ପଥରେ ସନରାଇଜର୍ସ
  • ||
  • ହୀରାକୁଦରେ ଡଙ୍ଗା ବୁଡି ଟ୍ରାଜେଡି, ଦୁଇ ମୃତ, ୭ ନିଖୋଜ, ସକାଳୁ ଉଦ୍ଧାର କାର୍ଯ୍ୟ ଆରମ୍ଭ
  • ||

ବୈତରଣୀ ଓ ସାଳନ୍ଦୀ ନଦୀରେ ବନ୍ୟା, ୫୦ ଗାଁ ପ୍ରଭାବିତ

ଭଦ୍ରକ, ୧୫/୦୮ : ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ବୈତରଣୀ ଓ ସାଳନ୍ଦୀ ନଦୀରେ ବନ୍ୟା ସୃଷ୍ଟି ହୋଇଛି। ବୈତରଣୀ ନଦୀର ଜଳସ୍ତର ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ଆଖୁଆପଦା ଠାରେ ଥିବା ବିପଦ ସଙ୍କେତ ୧୭.୮୩ ଥିବାବେଳେ ସଖାଳ ୫ଟା ସୁଦ୍ଧା ୧୮.୫୭ ମିଟରରେ ବନ୍ୟା ଜଳ ପ୍ରବାହିତ ହେଉଥିଲା। ତେବେ ବୈତରଣୀ ନଦୀର ବନ୍ୟାଜଳ କଣ୍ଟି ଘାଇ ଦେଇ ନିଷ୍କାସିତ ହେଉଛି। ଫଳରେ ଭଣ୍ଡାରିପୋଖରୀ ବ୍ଲକର ରହଣିଆ, ମାଲଦା, ଷୋଳମପୁର, ନପଙ୍ଗ, କୁରିଗାଁ ପଞ୍ଚାୟତ ବନ୍ୟା ପ୍ରଭାବିତ ହୋଇଛି। ଚାଷ ଜମି ସବୁ ଜଳମଗ୍ନ ହୋଇଯାଇଛି। ପ୍ରାୟ ୫୦ଟି ଗାଁ ବନ୍ୟା ପ୍ରଭାବିତ ହୋଇଥିବା ସୂଚନା ମିଳିଛି।

ସେହିପରି ଭଦ୍ରକ ସହର ଦେଇ ପ୍ରବାହିତ ସାଳନ୍ଦୀ ନଦୀର ଜଳସ୍ତର ଗତ ଚାରି ଦିନ ହେବ ବୃଦ୍ଧି ପାଇବାରେ ଲାଗିଛି। ଏହି ନଦୀର ଉପର ମୁଣ୍ଡରେ ଥିବା ହଦଗଡ଼ ଡ୍ୟାମରୁ ତିନି ଗୋଟି ଗେଟ୍ ଦେଇ ୨୪୦୦ କ୍ୟୁସେକ୍ ଜଳ ସାଳନ୍ଦୀ ନଦୀ ମଧ୍ୟକୁ ଛଡାଯାଉଛି। ସେହିପରି ଧାମନଗର ବ୍ଲକର ମଲିମାହାରା ରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ସୋହଡ଼ା, କରଦା, ପଧାନୀ ପଞ୍ଚାୟତରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ସେହିପରି ତିହିଡି ବ୍ଲକର କେତେକ ଅଞ୍ଚଳକୁ ବନ୍ୟାଜଳ ପ୍ରବେଶ କରିଥିବା ସୂଚନା ମିଳିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.