ପ୍ରମୂଖ ଖବର
  • ଭୁବନେଶ୍ଵର : ପ୍ରକାଶ ପାଇଲା OSSTET ପରୀକ୍ଷା ଫଳ, ୱେବସାଇଟରୁ ମିଳିବ ଡିଜିଟାଲ ସାର୍ଟିଫିକେଟ
  • ||
  • ଭୁବନେଶ୍ଵର : ବାଚସ୍ପତି ପ୍ରାର୍ଥୀ ହେଲେ ସୁରମା ପାଢୀ, ଭରିଲେ ନାମାଙ୍କନ ପତ୍ର
  • ||
  • ପୁରୀ : ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନୀତିରେ ବିଳମ୍ବ, ବିବାଦ ଯୋଗୁଁ ଅଟକିଛି ନୀତିକାନ୍ତି
  • ||
  • ଭୁବନେଶ୍ଵର : ବୁଧବାର ରାଜ୍ୟରେ ଛେଚିବ ବର୍ଷା, ୨୦ ସୁଦ୍ଧା ଅଧା ଓଡ଼ିଶା ଛୁଇଁବ ମୌସୁମୀ
  • ||
  • ଡ୍ରେନ୍‌ରେ ପଡ଼ି ନାବାଳକଙ୍କ ମୃତ୍ୟୁ ଘଟଣା : ମୁକୁଳା ଡ୍ରେନ୍‌ର ସମୀକ୍ଷା କଲେ ନଗର ଉନ୍ନୟନ ମନ୍ତ୍ରୀ, ୭ ଦିନ ଭିତରେ ନିଆଯିବ କାର୍ଯ୍ୟାନୁଷ୍ଠାନ
  • ||

ଯଜ୍ଞର ପ୍ରସାଦ ଖାଇ ୫୦ରୁ ଉର୍ଦ୍ଧ୍ବ ଲୋକ ଝାଡ଼ାବାନ୍ତି, ଖଲ୍ଲିକୋଟ ମେଡିକାଲରେ ଭର୍ତ୍ତି

ଖଲ୍ଲିକୋଟ ୧୮/୦୫: ଯଜ୍ଞର ପ୍ରସାଦ ଖାଇ ୫୦ରୁ ଉର୍ଦ୍ଧ୍ବ ଲୋକ ଝାଡ଼ାବାନ୍ତି। ସମସ୍ତ ଝାଡ଼ାବାନ୍ତି ପୀଡିତଙ୍କୁ ଖଲ୍ଲିକୋର୍ଟ ମେଡିକାଲରେ ଭର୍ତ୍ତି କରାଯାଇଛି। ଏଭଳି ଘଟଣା ବେଗୁନିଆପଡ଼ା ବ୍ଲକ ଅନ୍ତର୍ଗତ ଚନ୍ଦନପୁର ପଞ୍ଚାୟତର ମୁଣ୍ଡୁଳ ଗାଁରେ ଘଟିଛି।

ସୂଚନା ମୁତାବିକ, ମୁଣ୍ଡୁଳ ଗାଁରେ ଥିବା ସକଳେଶ୍ୱର ମନ୍ଦିର ନିକଟରେ ଯଜ୍ଞ ଅନୁଷ୍ଠିତ ହୋଇଥିଲା। ଗାଁ ଲୋକ ଯଜ୍ଞ ପ୍ରସାଦ ସେବନ କରିଥିଲେ। ତେବେ ଏହି ପ୍ରସାଦ ଖାଇବା ପରେ ୫୦ ଅଧିକା ଗ୍ରାମବାସୀଙ୍କ ଝାଡ଼ାବାନ୍ତି ହୋଇଥିଲା। ସ୍ଥିତି ବିଗିଡିବା ପରେ ସମସ୍ତ ଝାଡାବାନ୍ତି ପୀଡିତଙ୍କୁ ଖଲ୍ଲିକୋଟ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ କେଉଁ କାରଣ ଏଭଳି ଘଟିଛି ତାହା ଜଣାପଡିନାହିଁ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.