ପ୍ରମୂଖ ଖବର
  • ପାକିସ୍ତାନରେ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହେଲିକପ୍ଟର କ୍ରାସ୍, ପାଇଲଟଙ୍କ ସମେତ ୫ ମୃତ
  • ||
  • ଚାକିରି କ୍ଷେତ୍ରରେ ମହିଳାଙ୍କ ଅଂଶଗ୍ରହଣ ୫୦ ପ୍ରତିଶତକୁ ବୃଦ୍ଧି କରିବେ ଉତ୍ତର ପ୍ରଦେଶ ସରକାର
  • ||
  • ଅଷ୍ଟ୍ରେଲିଆରେ ଭାରତ ବିରୋଧୀ ସ୍ଲୋଗାନ, ସ୍ୱାଧୀନତା ଦିବସରେ ଖଲିସ୍ତାନ ସମର୍ଥକଙ୍କ ଦାଦାଗିରି
  • ||
  • ଦୟାନଦୀରେ ବୁଡ଼ିଗଲେ ଦୁଇ ନାବାଳକ; ଜଣଙ୍କ ମୃତଦେହ ଉଦ୍ଧାର, ଜଣେ ନିଖୋଜ
  • ||
  • ଭବାନୀପାଟଣା : ମାଣିକେଶ୍ଵରୀ ହାଇସ୍କୁଲର ଛାତ୍ରଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • ଅଗଷ୍ଟ ୧୬ରେ ମାଟ୍ରିକ୍‌ ସପ୍ଲିମେଣ୍ଟାରୀ, ଏସ୍‌ଓଏସ୍‌ସି ଫଳ; ମଧାହ୍ନ ୧୨ଟାରେ ୱେବ୍‌ସାଇଟ୍‌ରେ ଉପଲବ୍ଧ ହେବ ରେଜଲ୍ଟ
  • ||
  • ଭାରତକୁ ଆମେରିକାର ଧମକ, ରୁଷ ସହ କଥା ବିଗିଡ଼ିଲେ ଟାରିଫ୍‌ ବଢ଼ିବ: ଆଜି ଆଲାସ୍କାରେ ଟ୍ରମ୍ପ-ପୁଟିନ୍‌ ଆଲୋଚନା
  • ||
  • ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମ ନୀତି, ଶୁକ୍ରବାର ସାନ୍ଧ୍ୟା ୭ଟାରୁ ରାତି ୧୨ଟା ଯାଏ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
  • ||
  • କୋଣାର୍କ : ରୋଷେଇ କରିବା ବେଳେ ଗ୍ୟାସ୍‌ରେ ଲାଗିଲା ନିଆଁ, ଦମ୍ପତିଙ୍କ ସମେତ ୩ ଗୁରୁତର
  • ||
  • ୭୯ତମ ସ୍ୱାଧୀନତା ଦିବସ, ଲାଲକିଲ୍ଲାରୁ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ
  • ||
  • ୩ ଦିନ ପ୍ରବଳ ବର୍ଷା ସମ୍ଭାବନା, ବିଭିନ୍ନ ଜିଲ୍ଲାକୁ ଆଲର୍ଟ; ଆସୁଛି ଆଉ ଦୁଇ ଲଘୁଚାପ, ଭରଣା ହେବ ନିଅଣ୍ଟିଆ ବର୍ଷା
  • ||
  • ଦେଶ ପାଳୁଛି ୭୯ତମ ସ୍ବାଧୀନତା ଦିବସ, ଲାଲକିଲ୍ଲାରେ ତ୍ରିରଙ୍ଗା ଉଡ଼ାଇବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||

ବାଉଁଶୁଣୀ ଜାତୀୟ ଦିବସ ପାଳନ କମିଟି ପକ୍ଷରୁ ଫୁଟବଲ ମ୍ୟାଚ; ଯୋଗଦେଲେ ବିଧାୟକ ଓ ବ୍ଲକ ଅଧ୍ୟକ୍ଷ

Published By : Bijay Swain | August 15, 2025 10:38 PM

ବାଉଁଶୁଣୀ, ୧୫/୮: ଶୁକ୍ରବାର ସନ୍ଧ୍ୟା ୬ ଘଣ୍ଟା ସମୟରେ ବୌଦ୍ଧ ବ୍ଲକ ବାଉଁଶୁଣୀ ଖେଳ ପଡିଆଠାରେ ଜାତୀୟ ଦିବସ ପାଳନ କମିଟି ପକ୍ଷରୁ ରୌପ୍ୟ ଜୟନ୍ତୀ ଅବସରରେ ଫୁଟବଲ ମ୍ୟାଚ ଅନୁଷ୍ଠିତ ହୋଇ ଯାଇଛି l ଉଦଘାଟନୀ ମ୍ୟାଚ ବଲାସିଙ୍ଗା ଓ ବlଉଁଶୁଣୀ ଦଳ ମଧ୍ୟରେ ଓ ଦ୍ବିତୀୟ ମ୍ୟାଚ ମୁଣ୍ଡାପଡା ଓ ମନୁପାଲି ମଧ୍ୟରେ ଅନୁଷ୍ଠିତ ହୋଇଥିଲା |  ଉଭୟ ମ୍ୟାଚର ବିଜେତା ମନୁପାଲି ଓ ଗିରାସିଙ୍ଗା ମଧ୍ୟରେ ଫାଇନାଲ ମ୍ୟାଚରେ ମନୁପାଲି ଦଳ ୨-୦ ଗୋଲରେ ବିଜୟୀ ହୋଇଥିଲା | 

ଉଦଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ବୌଦ୍ଧ ବ୍ଲକ ଅଧ୍ୟକ୍ଷ ପ୍ରିୟଦର୍ଶୀ ପ୍ରତ୍ୟୁଷ ରଥ ଯୋଗ ଦେଇ ଉଦଘାଟନ କରିଥିଲେ | ସେହିପରି ଉଦଯାପନି କାର୍ଯ୍ୟକ୍ରମରେ କଣ୍ଟାମାଳ ବିଧାୟକ କହ୍ନାଇ ଚରଣ ଡାଙ୍ଗ ଯୋଗ ଦେଇ ବିଜେତା ଦଳକୁ ଟ୍ରଫି ପ୍ରଦାନ କରିଥିଲେ | ସମ୍ମାନୀତ ଅତିଥି ଭାବରେ ବlଉଁଶୁଣୀ ସରପଞ୍ଚ ଅଇଁଠୁ ମହାଳିକ, ଅବସରପ୍ରାପ୍ତ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ରୁପଧର ନାଏକ, ଦଶରଥ ମେହେର ପ୍ରମୁଖ ଯୋଗ ଦେଇଥିଲେ |

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.