ପ୍ରମୂଖ ଖବର
  • ଯାତ୍ରା କଳିରେ ପଡିଲା ଯବନିକା, ୫ ବର୍ଷ ରହିବି ବର୍ଷେ ପରେ ମଞ୍ଚରେ ଚଢିବି କହିଲେ ପୀୟୂଷ
  • ||
  • ମହାକାଶକୁ ଉଡ଼ାଣ ଭରିବେ ଶୁଭାଂଶୁ ଶୁକ୍ଳା; ୬ ଥର ଘୁଞ୍ଚିଲା ପରେ ଆସନ୍ତାକାଲି ଲଞ୍ଚ ହେବ ଆକ୍ସିଓମ୍‌-୪ ମିଶନ୍
  • ||
  • ଗଞ୍ଜାମ: ୨ ଦଳିତଙ୍କୁ ଲଣ୍ଡା କରି ଆଣ୍ଠେଇ ଚଲାଇବା ମାମଲା, ଘଟଣାସ୍ଥଳକୁ ଯାଇ ଅନୁଧ୍ୟାନ କରିବ କଂଗ୍ରେସର ଫ୍ୟାକ୍ଟ ଫାଇଣ୍ଡିଂ ଟି
  • ||
  • ବୁଧବାର BMC କର୍ପୋରେସନ ବୈଠକ: ଏକାଧିକ ପ୍ରସ୍ତାବରେ ବାଜିବ ମୋହର, ଉଠିବ ଜଳବନ୍ଦୀ ଓ ଡେଙ୍ଗୁ ପ୍ରସଙ୍ଗ
  • ||
  • ପାଟନାରେ ପୂର୍ବାଞ୍ଚଳ ଶକ୍ତି ମନ୍ତ୍ରୀ ସମ୍ମିଳନୀ, ଆଜି ଯୋଗ ଦେବେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ
  • ||
  • ମହାପ୍ରଭୁଙ୍କୁ ଲାଗି ହେବା ପୂର୍ବରୁ ଦଶମୂଳ ମୋଦକ ଚୋରି, ମାରା ମହୌଷଧି ଶ୍ରୀଜିଉଙ୍କୁ ଲାଗି ହେଲା କିପରି ?
  • ||
  • ଗୋପାଳପୁର ଗଣଦୁଷ୍କର୍ମ ମାମଲା, ୬ ଅଭିଯୁକ୍ତଙ୍କୁ ଦିନିକିଆ ରିମାଣ୍ଡରେ ନେବ କ୍ରାଇମ୍‌ବ୍ରାଞ୍ଚ
  • ||
  • କେନ୍ଦୁଝର: ଟ୍ରକ୍ ପଛରେ ପିଟିହେଲା କନ୍ୟାଯାତ୍ରୀ ବସ୍, ଜଣେ ମୃତ ୧୩ ଗୁରୁତର
  • ||
  • ଇରାନ୍-ଇସ୍ରାଏଲ୍ ଯୁଦ୍ଧ ନେଇ ଟ୍ରମ୍ପ୍‌ଙ୍କ ବଡ଼ ଘୋଷଣା, ୧୨ ଦିନ ପରେ ସମ୍ପୂର୍ଣ୍ଣ ଅସ୍ତ୍ରବିରତି ଘୋଷଣା
  • ||
  • ଘୂର୍ଣ୍ଣିବଳୟ ପ୍ରଭାବରେ ଲଗାଣ ବର୍ଷା: ସପ୍ତାହେ ଯାଏ ପ୍ରବଳ ଛେଚିବ,୨୫ରେ ୩ଟି,୨୬ରେ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||

ନିଜିଗଡ଼ ବାଲିସାହିରେ ବନ ବିଭାଗ ପକ୍ଷରୁ ଚଢ଼ାଉ, ୩୮ ସିଫ୍ଟ ଶାଗୁଆନ କାଠ ଜବତ

Published By : Harapriya Sethi | May 30, 2025 1:39 PM

ନରସିଂହପୁର,୩୦/୦୪: ଆକ୍ସନ୍‌ ମୋଡ଼ରେ କଟକ ଜିଲ୍ଲା ନରସିଂହପୁର ପଶ୍ଚିମ ବନ ବିଭାଗ ।  ନିଜିଗଡ଼ ବାଲିସାହି ଗ୍ରାମରେ ଜଣେ ଘରେ ବ୍ୟକ୍ତିଙ୍କରେ ଚୋରା ଶାଗୁଆନ କାଠ ଥିବା ସୂଚନା ମିଳିବାପରେ ଚଢ଼ାଉ କରାଯାଇଥିଲା। ଘରୁ ତାଲା ଭାଙ୍ଗି ୩୯ ସିଫ୍ଟ( CFT) ଶାଗୁଆନ କାଠ ଜବତ କରିଥିଲା ବନ ବିଭାଗ। 

ସୂଚନା ଅନୁଯାୟୀ, ନିଜିଗଡ଼ ବାଲିସାହି ଗ୍ରାମରେ ଚୋରା ଶାଗୁଆନ କାଠ ଥିବା ନେଇ ବନ ବିଭାଗକୁ ବିଶ୍ୱସ୍ତ ସୂତ୍ରରୁ ଖବର ମିଳିଥିଲା। ପରେ ବନ ବିଭାଗ ଅଧିକାରୀଙ୍କ ସହିତ ବନ ବିଭାଗ କର୍ମଚାରୀ ଶୁକ୍ରବାର ଦିନ ନିଜିଗଡ଼ ବାଲିସାହି ଗ୍ରାମରେ ଚଢ଼ାଉ କରିଥିଲେ । ଚଢ଼ାଉ ସମୟରେ ଘର ତାଲା ପଡିଥିବାରୁ ତହସିଲଦାରଙ୍କ ଉପସ୍ଥିତିରେ ଘର ତାଲା ଭାଙ୍ଗି ଯାଇଥିଲା। ଘର ଭିତରୁ ଚୋରା ଶାଗୁଆନ କାଠ ଜବତ କରିଥିଲେ । ଜବତ କାଠକୁ ନରସିଂହପୁର ବନ ବିଭାଗ କାର୍ଯ୍ୟାଳୟକୁ ଅଣାଯାଉଥିଲା । ଜବତ କାଠ ୩୮ ସିଫ୍ଟ ବୋଲି ବନ ବିଭାଗ ପକ୍ଷରୁ ସୂଚନା ମିଳିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.