ପ୍ରମୂଖ ଖବର
  • ଉଦଳା : ବାତ୍ୟା ଆଶ୍ରୟସ୍ଥଳୀ ବୁଲି ସ୍ଥିତି ସମୀକ୍ଷା କଲେ ଜିଲ୍ଲାପାଳ, ଲୋକଙ୍କୁ ସମସ୍ତ ସୁବିଧା ଯୋଗାଇବା ଉପରେ ଦେଲେ ଗୁରୁତ୍ତ୍ୱ
  • ||
  • ବାତ୍ୟା ଆଶ୍ରୟସ୍ଥଳୀ ଅଚାନକ ପରିଦର୍ଶନ କଲେ ବାଲେଶ୍ୱର ସାଂସଦ
  • ||
  • ସାଲେପୁର : ଭଙ୍ଗା ଚାଳଛପର ଘରୁ ୭୦ ବର୍ଷର ବୃଦ୍ଧା ଉଦ୍ଧାର, ସୁରକ୍ଷିତ ସ୍ଥାନକୁ ନେଉଛନ୍ତି ପୋଲିସ ଏବଂ ଯବାନ
  • ||
  • ହିନ୍ଦୋଳ : ପଟାଳୁ ଗ୍ରାମରେ ଅଭାବନୀୟ ଘଟଣା, ପୋଖରୀରେ ବୁଡି ଚାଲିଗଲା ମହିଳାଙ୍କ ଜୀବନ
  • ||
  • ଆସୁଛି ବାତ୍ୟା 'ଦାନା', ଚନ୍ଦ୍ରଭାଗାରେ ସ୍ଥିତି ସମୀକ୍ଷା କଲେ ଜିଲ୍ଲାପାଳ ଓ ଏସପି
  • ||
  • ବଲାଙ୍ଗୀର : ଜଙ୍ଗଲରୁ ଯୁବକ ଯୁବତୀଙ୍କ ମୃତଦେହ ଉଦ୍ଧାର, ପରିଚୟ ଅସ୍ପଷ୍ଟ
  • ||
  • ବାଙ୍କୀ : ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମା ମାଡ଼; ୨ ଗିରଫ, ୪ ଫେରାର
  • ||
  • ବର୍ଡର-ଗାଭାସ୍କର ଟ୍ରଫି: ନିତିଶଙ୍କୁ ମିଳିପାରେ ଦଳରେ ସୁଯୋଗ, ଖୁବ୍‌ଶୀଘ୍ର ଦଳ ଘୋଷଣା
  • ||
  • ସାଲେପୁର : ଆଗ୍ନିକାଣ୍ଡରେ ଜଳିଗଲା ଗହଣା ଦୋକାନ, ୧୫ ଲକ୍ଷ ଟଙ୍କାର ସୁନାରୂପା ଅଳଙ୍କାର ପୋଡ଼ି ପାଉଁଶ
  • ||
  • ବାତ୍ୟା 'ଦାନା'ର ପ୍ରଭାବ, କୋଣାର୍କ ଓ ଚନ୍ଦ୍ରଭାଗା ପର୍ଯ୍ୟଟକ ଶୂନ୍ୟ
  • ||
  • ଚନ୍ଦକା ମେଣ୍ଢାଶାଳ ଅଞ୍ଚଳରେ ହତ୍ୟାକାଣ୍ଡ; ଭିଣୋଇର ଭୁଜାଲି ଚୋଟରେ ଶଳା ମୃତ, ୩ ଗୁରୁତର
  • ||
  • ଆଇସିସି ଟେଷ୍ଟ ବ୍ୟାଟିଂ ମାନ୍ୟତା: ଷଷ୍ଠକୁ ଉଠିଲେ ପନ୍ତ, ଶ୍ରେଷ୍ଠ ୧୦ରେ ୩ ଭାରତୀୟ
  • ||
  • ବାତ୍ୟା 'ଦାନା' ଆତଙ୍କ: ବର୍ଷା, ପବନ ଜୋର ହେଲେ ୨୪, ୨୫ରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ
  • ||
  • କେନ୍ଦ୍ରାପଡ଼ା : ବାତ୍ୟା ପାଇଁ ଜିଲ୍ଲା ପ୍ରଶାସନର ପଦକ୍ଷେପ, ୨୫ ହଜାରରୁ ଉର୍ଦ୍ଧ୍ୱ ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର
  • ||
  • ବାତ୍ୟା ପାଇଁ ଆଠଗଡ଼ ପରିବା ବଜାରରେ ଲୋକଙ୍କ ଭିଡ଼, କିଣି ନେଉଛନ୍ତି ବ୍ୟାଗ୍ ବ୍ୟାଗ୍ ପରିବା
  • ||
  • ସତର୍କତାମୂଳକ ପଦକ୍ଷେପ ନେଲା ଶ୍ରୀମନ୍ଦିର ପ୍ରଶାସନ, ବାତ୍ୟା ପାଇଁ ଅଧିକାରୀ ଏବଂ କର୍ମଚାରୀଙ୍କୁ ସଜାଗ ରହିବାକୁ ତାଗିଦ୍‌
  • ||

ସୋଆ ଏନ୍‌ଏସ୍‌ଏସ୍‌ ପକ୍ଷରୁ ବନ ମହୋତ୍ସବ ସପ୍ତାହ ପାଳିତ

ଭୁବନେଶ୍ୱର, ୬/୭ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ କୃଷି ମହାବିଦ୍ୟାଳୟ, ଇନଷ୍ଟିଚ୍ୟୁଟ ଅଫ୍‌ ଏଗ୍ରିକଲ୍‌ଚରାଲ୍‌ ସାଇନସେସ୍‌ (ଆଇଏଏସ୍‌)ର ଏନ୍‌ଏସ୍‌ଏସ୍‌ ଶାଖା ପକ୍ଷରୁ ଶୁକ୍ରବାର ଭୁବନେଶ୍ୱର ଉପକଣ୍ଠ ଛତାବର ସ୍ଥିତ କୃଷି ଗବେଷଣା କେନ୍ଦ୍ରରେ ବନ ମହୋତ୍ସବ ସପ୍ତାହ ଅବସରରେ ବନୀକରଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି ।

ଏହି ଅବସରରେ ସୋଆ କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବନୀକରଣର ଗୁରୁତ୍ୱ ଓ ପରିବେଶ ସନ୍ତୁଳନରେ ଏହାର ଭୂମିକା ଉପରେ ଆଲୋଚନା କରିଥିଲେ । ଅନ୍ୟତମ ବିଶିଷ୍ଟ ଅତିଥି ଭାବେ ସୋଆ ଛାତ୍ରମଙ୍ଗଳ ଡିନ୍‌ ପ୍ରଫେସର ଜ୍ୟୋତି ରଂଜନ ଦାସ, ସୋଆ ଆଉଟରିଚ୍‌ ପ୍ରୋଗ୍ରାମ୍‌ର ନିର୍ଦ୍ଦେଶକ ପ୍ରଫେସର ନଚିକେତା କେ. ଶର୍ମା, କୃଷି ମହାବିଦ୍ୟାଳୟର ଡିନ୍‌ ପ୍ରଫେସର ସନ୍ତୋଷ କୁମାର ରାଉତ, ଉପଦେଷ୍ଟା ପ୍ରଫେସର ବିଜୟ କୁମାର ମିଶ୍ର, ପ୍ରଫେସର ସନ୍ତୋଷ କୁମାର ପଣ୍ଡା, ପ୍ରଫେସର ବଂଶୀଧର ପ୍ରଧାନ ପ୍ରମୁଖ ଯୋଗଦେଇଥିଲେ । 

ଏହି କାର୍ଯ୍ୟକ୍ରମରେ ଅତିଥି ମାନେ ଉପାଦେୟ ଚାରାରୋପଣ କରିବା ସହ ‘ମା ପାଇଁ ଗୋଟିଏ ଗଛ’ ଆହ୍ୱାନ ଉପରେ ଗୁରୁତ୍ୱ ଦେଇଥିଲେ । ଏହି ଅବସରରେ ଗବେଷଣାରତ ଛାତ୍ରଛାତ୍ରୀ, ଏନ୍‌ଏସ୍‌ଏସ୍‌ ଛାତ୍ରଛାତ୍ରୀ ଓ ଏନ୍‌ଏସ୍‌ଏସ୍‌ ପ୍ରୋଗ୍ରାମ୍‌ ଅଫିସର ଡ. ସତ୍ୟ ନାରାୟଣ ଶତପଥୀ, ଡକ୍ଟର ରାକେଶ ରୋଶନ ଶତପଥୀ, ଅଧ୍ୟାପକ ନଳିନୀ କୁମାର ପଣ୍ଡାଙ୍କ ତତ୍ୱାବଧନରେ ଶହେରୁ ଉଦ୍ଧ୍ୱର୍ ଚାରା ରୋପଣ କରାଯାଇଥିଲା । ଏହି କାର୍ଯ୍ୟକ୍ରମକୁ ଏନ୍‌ଏସ୍‌ଏସ୍‌ ପ୍ରୋଗ୍ରାମ୍‌ ଅଫିସର ପ୍ରଫେସର ସରୋଜ କୁମାର ମହାନ୍ତି ପରିଚାଳନା କରିଥିଲେ । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.