ପ୍ରମୂଖ ଖବର
  • ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ଅମିତ ଶାହ,୨୨ରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବେ
  • ||
  • ବଲାଙ୍ଗୀର : ଟିକ୍ରାପଡ଼ା-ଝିଙ୍କିଡୁଙ୍ଗୁରି ରାସ୍ତାରେ ବାଇକ୍‌ ଦୁର୍ଘଟଣା, ବାଇକ୍‌ ଆରୋହୀ ମୃତ
  • ||
  • ଆନନ୍ଦପୁର : ୨୫୦ ଲିଟର ଦେଶୀ ମଦ ଜବତ, ଜଣେ ଗିରଫ
  • ||
  • ଗୁଜରାଟ ମଡେଲରେ ଓଡ଼ିଶାରେ ହେବ ପୋଷଣ କେନ୍ଦ୍ର, ହିତାଧିକାରୀଙ୍କୁ ମିଳିବ ସ୍ୱତନ୍ତ୍ର କାର୍ଡ
  • ||
  • ମୟୂରଭଞ୍ଜ : ପାରିବାରିକ ଅସନ୍ତୋଷରୁ ସ୍ତ୍ରୀକୁ ପିଟିପିଟି ହତ୍ୟା ,ସ୍ୱାମୀ ଫେରାର
  • ||
  • ଜଳେଶ୍ୱରରେ ଲଜ୍ଜ୍ୟା : ସ୍ବାମୀକୁ ନିଶା ଖୁଆଇ ସ୍ତ୍ରୀକୁ ଦୁଷ୍କର୍ମ ଅଭିଯୋଗ, ସମ୍ପର୍କୀୟ କାକା ଫେରାର
  • ||
  • ଶାନ୍ତିପଲ୍ଲୀ ବସ୍ତିରେ ହତ୍ୟା ଘଟଣା: ୩ ଅଭିଯୁକ୍ତକୁ ଚିହ୍ନଟ କଲା ପୋଲିସ
  • ||
  • ଏଆର ରେହମାନ ଅସୁସ୍ଥ, ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ହସ୍ପିଟାଲରେ ଭର୍ତ୍ତି
  • ||
  • ଗୁଲୁମୀ ଜଳପ୍ରପାତରେ ବୁଡ଼ି ଛତିଶଗଡ଼ର ଦୁଇ ଯୁବକ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଗଡଗୋବିନ୍ଦପୁର ପୂର୍ବତନ ସରପଞ୍ଚ କେ ହରିବନ୍ଧୁ ରେଡ୍ଡୀଙ୍କୁ ଆକ୍ରମଣ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • କନ୍ଧମାଳ : ଯୁବକଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • ଚିରନିଦ୍ରାରେ ପଦ୍ମଭୂଷଣ ରମାକାନ୍ତ ରଥ, ୯୧ ବୟସରେ ତ୍ୟାଗ କଲେ ଶେଷ ନିଶ୍ବାସ
  • ||
  • ଲସ୍କର ଆତଙ୍କୀ ଅବୁ କତାଲ ନିହତ; NIAର ମୋଷ୍ଟ ୱାଣ୍ଟେଡ ତାଲିକାରେ ଥିଲା
  • ||
  • ଭୁବନେଶ୍ୱର : କାର୍‌-ସ୍କୁଟର୍‌ ମୁହାଁମୁହିଁ ଧକ୍କା, ୨ ଗୁରୁତର
  • ||
  • ଓଡ଼ିଶାରେ ଉପରମୁହାଁ ତାତି, ୩ ଦିନ ପାଇଁ ହିଟ୍‌ଓ୍ବେଭ୍ ଆଲର୍ଟ, ୩ ଜିଲ୍ଲାକୁ ରେର୍ଡ ଏବଂ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||

ଫିରିଙ୍ଗିଆ ବନାଞ୍ଚଳ ତରଫରୁ ଅନୁଷ୍ଠିତ ହେଲା ଜଙ୍ଗଲ ନିଆଁ ପ୍ରତିରୋଧ; ନିରାକରଣ ଓ ସମ୍ବେଦନୀ କରଣ ନିମନ୍ତେ ସଚେତନତା କାର୍ଯ୍ୟକ୍ରମ

Published By : Bijay Swain | March 8, 2025 12:25 AM

ଫିରିଙ୍ଗିଆ,୦୭/୦୩: କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଫିରିଙ୍ଗିଆ ବନାଞ୍ଚଳ କାର୍ଯ୍ୟାଳୟ ତରଫରୁ ବନାଗ୍ନୀ ନିରାକରଣ ବା ଜଙ୍ଗଲ ନିଆଁ ପ୍ରତିରୋଧ ନିରାକରଣ ଓ ସମ୍ବେଦନୀ କରଣ ନିମନ୍ତେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଫିରିଙ୍ଗିଆ ବନାଞ୍ଚଳ ଅଧିକାରୀ ପ୍ରଦୋଷ କୁମାର ମହାରଣା ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବରେ ଫୁଲବାଣୀ ବନଖଣ୍ଡ ଅଧିକାରୀ ପ୍ରଶାନ୍ତ କୁମାର ପଟେଲ ମୁଖ୍ୟ ଅତିଥି ଭାବରେ ଯୋଗଦେଇ କାର୍ଯ୍ୟକ୍ରମ କୁ ଅନୁଷ୍ଠାନିକ ଭାବରେ ଉଦଘାଟନ କାରି କିଭଳି ଭାବରେ ଜଙ୍ଗଲ କୁ ନିଆଁ ଦାଉରୁ ରକ୍ଷା କରିହେବ ଓ ନୂତନ ଜଙ୍ଗଲ ସୃଷ୍ଟି କରାଯାଇପାରିବ ସେନେଇ ଉଦବୋଧନ ଦେଇଥିଲେ I 

ଅନ୍ୟମାନଙ୍କ ମଧ୍ୟ୍ୟରେ ଆସିଏଫ ଫୁଲବାଣୀ ଶ୍ଵେତାଲିନା ସାହୁ,ତାଲିମ ଗ୍ରହଣ କରୁଥିବା ଆଇଏଫଏସ ଅଧିକାରୀ ରବିକାନ୍ତ ମିନା,ଫିରିଙ୍ଗିଆ ସମିତି ସଭ୍ୟା ମୌସୁମୀ ପ୍ରଧାନ,ସ୍ବେଛାସେବୀ ସଂଗଠନ ପାହାଡ଼ ର ନିର୍ଦେଶକ ପଞ୍ଚାନନ ମିଶ୍ର,ସ୍ବେଛାସେବୀ ସଂଗଠନ ପ୍ରଦାନ ର ନିର୍ଦେଶକ ନିରଞ୍ଜନ ମିଶ୍ର,ସୁଦୃକୁମ୍ପା ବନାଞ୍ଚଳ ଅଧୁକାରୀ ମାନସ ସାହୁ,କରଡଡା ବନାଞ୍ଚଳ ଅଧିକାରୀ ଶୁଭମ ସାହୁ, ରାଇକିଆ ବନାଞ୍ଚଳ ଅଧିକାରୀ ଯୁଧିଷ୍ଠିତ ବେହେରା, ଫୁଲବାଣୀ ଭାରପ୍ରାପ୍ତ ବନାଞ୍ଚଳ ଅଧିକାରୀ ଶିବାନନ୍ଦ ଲେଙ୍କା ପ୍ରମୁଖ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇ ବାନାଗ୍ନୀ ନିରାକରଣ ଉପରେ ନିଜନିଜ ବକ୍ତବ୍ୟ ରଖିଥିଲେ I 

ତେବେ କାର୍ଯ୍ୟକ୍ରମ ଅବସରରେ ଫିରିଙ୍ଗିଆ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ର ଛାତ୍ର ଓ ବନ କର୍ମଚାରୀ ମାନଙ୍କ ତରଫରୁ ସ୍ଥାନୀୟ ତଣ୍ଡ୍ରିଗାଁ ନର୍ସରୀ ଠାରୁ ଏକ ସଚେତନତା ଶୋଭାଯାତ୍ରା ବାହାରି ବନାଞ୍ଚଳ କାର୍ଯ୍ୟଳୟ ପର୍ଯ୍ୟନ୍ତ ପହଞ୍ଚିଥିଲା I ଶୋଭାଯାତ୍ରା ପହଂଚିବା ପରେ କାର୍ଯ୍ୟାଳୟ ପରିସରରେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଥିଲା I ଏହି ସଭାରେ ଫିରିଙ୍ଗିଆ ବନାଞ୍ଚଳ ଅଧୀନରେ କାର୍ଯ୍ୟାଳୟ ଅଧୀନରେ ଦିଲୀପ କୁମାର ବିଶୋଇ ଫରେଷ୍ଟ ର୍ ଫିରିଙ୍ଗିଆ କାର୍ଯ୍ୟରତ ସମସ୍ତ ବନପାଳ, ବନରଖି ଙ୍କ ସହ ସମସ୍ତ ବନ ସୁରକ୍ଷା ସମିତି ର ସଭାପତି ସମ୍ପାଦକ ଓ ସଦସ୍ୟ ଙ୍କ ସହ ବନବିଭାଗ ର କର୍ମଚାରୀ ମାନେ ଉପସ୍ଥିତ ଥିଲେ I

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.