ପ୍ରମୁଖ ଖବର
  • ନୂଆଦିଲ୍ଲୀ: ଅରୁଣାଚଳ ପ୍ରଦେଶର ୩ ଖେଳାଳିଙ୍କୁ ଚୀନ୍ ଦେଲାନି ଏସିଆନ୍ ଗେମ୍ସରେ ଏଣ୍ଟ୍ରି
  • ||
  • କଟକ: କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଗୁରୁତର, ଘରୋଇ ହସ୍ପିଟାଲରେ ଭର୍ତ୍ତି
  • ||
  • ଏବେ ସୁଦ୍ଧା ବାତ୍ୟା ସୂଚନା ନାହିଁଁ, ଅକ୍ଟୋବର ପ୍ରଥମ ସପ୍ତାହରେ ଲଘୁଚାପ ସମ୍ଭାବନା:IMD ଡିଜି
  • ||
  • ରିଆମାଳ: ସାତକିଆରୀ ଡ୍ୟାମ୍‌ର ହ୍ୟୁମ ପାଇପ୍‌ରୁ ବାହାରୁଛି ଅସହ୍ୟ ଦୁର୍ଗନ୍ଧ, ପଚା ଶବ ଥିବା ସନ୍ଦେହ
  • ||
  • ଚଣ୍ଡୀଗଡ଼: ଟସ୍ ଜିତି ଭାରତ ବୋଲିଂ ନିଷ୍ପତ୍ତି, ବ୍ୟାଟିଂ କରିବ ଅଷ୍ଟ୍ରେଲିଆ
  • ||
  • ଭୁବନେଶ୍ୱର: ରାଜଧାନୀରେ ଗର୍ଜିଲେ ଆଙ୍ଗନବାଡ଼ି ଦିନ, ୧୦ ଦଫା ଦାବି ନେଇ ଆନ୍ଦୋଳନ
  • ||
  • କଟକ: ଭିଜିଲାନ୍ସ ଜାଲରେ ଜିଆର୍‌ଏସ୍ ଯଦୁମଣି ମାଝୀ, ୪ହଜାର ଲାଞ୍ଚ ନେଉଥିବା ବେଳେ ମାଡ଼ି ବସିଲା ଟିମ୍
  • ||
  • ପୁରୀ: ୨୪ରୁ ଗଡ଼ିବ ପୁରୀ-ରାଉରକେଲା ବନ୍ଦେ ଭାରତ, କଟକ ଦେଇ ଚାଲିବ ଟ୍ରେନ୍‌
  • ||
  • ଭୁବନେଶ୍ୱର; ଓଡ଼ିଶାର ପ୍ରଥମ ମହିଳା ବାଚସ୍ପତି ଭାବେ ଶପଥ ନେଲେ ପ୍ରମିଳା ମଲ୍ଲିକ
  • ||
  • ଭୁବନେଶ୍ୱର: ମାୟାବିନୀ ଇରାନୀର ହନିଟ୍ରାପ୍‌ ମାମଲା: ବାପିର ରିମାଣ୍ଡ ସରିଲା, ଏଥର ଇରାନୀ ପାଳି, ବ୍ୟାଙ୍କ ଆକାଉଣ୍ଟ ତଥ୍ୟ ମାଗିଲା ପୁଲିସ
  • ||
  • ସୁନ୍ଦରଗଡ଼ : ସୁନ୍ଦରଗଡ଼ରୁ ପୁଣି ୫ ସ୍କ୍ରବ୍ ଟାଇଫସ୍ ଆକ୍ରାନ୍ତ ଚିହ୍ନଟ, ୨୧୧ରେ ପହଞ୍ଚିଲା ପଜିଟିଭ୍ ସଂଖ୍ୟା
  • ||
  • କଣାସ : ଡ଼ଙ୍ଗା ନେଇ ଚିଲିକାକୁ ଯିବାବେଳେ ଅଘଟଣ, ମତ୍ସ୍ୟଜୀବୀ ନିଖୋଜ
  • ||
  • ଚନ୍ଦ୍ରର ଦକ୍ଷିଣ ମେରୁରେ ଉଇଁଲା ସୂର୍ଯ୍ୟ: ଆଜି ବିକ୍ରମ, ପ୍ରଜ୍ଞାନର ନିଦ ଭାଙ୍ଗିବ !ଯୋଗାଯୋଗ ପାଇଁ ଚେଷ୍ଟା କରିବ ଇସ୍ରୋ
  • ||
  • ଭୁବନେଶ୍ୱର:ଆଜିଠୁ ବିଧାନସଭା ଅଧିବେଶନ, ଅକ୍ଟୋବର ୪ ପର୍ଯ୍ୟନ୍ତ ଚାଲିବ: ପ୍ରଥମ ଦିନରେ ଆସିବ ଅତିରିକ୍ତ ବଜେଟ୍
  • ||
  • ଭୁବନେଶ୍ୱର: ଅକ୍ଟୋବର ପ୍ରଥମ ସପ୍ତାହରେ ବାତ୍ୟା! ଓଡ଼ିଶା-ଆନ୍ଧ୍ର ଉପକୂଳ ମୁହାଁଇପାରେ, ଆଣିପାରେ ପ୍ରବଳ ବର୍ଷା
  • ||

ହାତୀ ଘଉଡ଼ାଇବାକୁ ଯାଇ ମାଡ଼ ଖାଇଲେ ଫରେଷ୍ଟର, ଜଣେ ଗିରଫ ୨ ଫେରାର୍

ରାଉରକେଲା, ୧୨/୦୯ : ହାତୀ ଘଉଡାଇବାକୁ ଯାଇ ମାଡ ଖାଇଲେ ଫରେଷ୍ଟର। ଦୁଇ ଦନ୍ତା ହାତୀଙ୍କୁ ଘଉଡାଇବାକୁ ଯାଇ ମାଡ ଖାଇଲେ ଫରେଷ୍ଟ ଗାର୍ଡ । ବଣେଇ ବାଙ୍କୀ ଫରେଷ୍ଟ ରେଞ୍ଜ ତାଳବହାଳି ଗାଁରେ ଏଭଳି ଘଟଣା ଘଟିଛି। 

ସୂଚନାନୁଯାୟୀ, ଦୁଇଟି ଗୋଠଛଡ଼ା ଦନ୍ତା ଅନେକ ଦିନ ହେଲା ଲୋକଙ୍କ ଚାଷ ଜମି ନଷ୍ଟ କରିବା ସହ ଜନ ବସତି ମୁହାଁ ହୋଇଛନ୍ତି । ବାରମ୍ବାର ସ୍ଥାନୀୟ ଲୋକଙ୍କ ସହ ବନବିଭାଗ ଘଉଡାଉ ଥିଲେ ବି କିଛି ଲାଭ ହେଉନାହିଁ। ପୁଣି ଜନବସତି ମୁହାଁ ହେଉଛନ୍ତି ହାତୀ । ଲୋକଙ୍କ ଦାବି ସ୍ଥାୟୀ ପ୍ରତିକାର କିନ୍ତୁ ବନ ବିଭାଗ ଫେଲ । ଆଜି ହାତୀ ଘଉଡାଇବାକୁ ଯାଇ ମାଡ ଖାଇଲେ ଫରେଷ୍ଟର। ଫରେଷ୍ଟ ଗାର୍ଡ ସହ ଜଣେ ସ୍ଥାନୀୟ ଲୋକଙ୍କୁ ମଧ୍ୟ ମାଡ ମରାଯାଇଛି । ଏହି ଘଟଣାରେ ତିନି ଜଣଙ୍କ ନାଁରେ ଥାନାରେ ମାମଲା ରୁଜୁ ହୋଇଥିବା ବେଳେ ମିଟୁ ମହନ୍ତ ଗିରଫ ହୋଇଥିବା ବେଳେ ମୁଖ୍ୟ ଅଭିଯୁକ୍ତ ସୁରେନ୍ଦ୍ର ସହ ତାର ସହଯୋଗୀ ଫେରାର ହୋଇଯାଇଛି।

PrameyaOdia
prameyanews
prameya

Copyright © 2022 - Summa Real Media Private Limited. All Rights Reserved.