ପ୍ରମୂଖ ଖବର
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ବିଜେଡି ଛାଡିଲେ ପୂର୍ବତନ ବରୀ ବିଧାୟିକା ସୁନଦା ଦାସ

Published By : Suraj Kumar | October 29, 2024 11:25 PM

ଭୁବନେଶ୍ବର, ୨୯।୧୦ : ବିଜେଡି ଛାଡିଲେ ପୂର୍ବତନ ବରୀ ବିଧାୟିକା ସୁନଦା ଦାସ ।  ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି। ସେ ନିଜର ଇସ୍ତଫା ପତ୍ର ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ପଠାଇଛନ୍ତି। ଦଳରେ ଅବହେଳା କରାଯାଉଥିବା ସେ  ଇସ୍ତଫା ପତ୍ରରେ  ଅଭିଯୋଗ ଆଣିଛନ୍ତି। 

୨୦୧୯ରେ ବରୀରୁ ବିଜେଡି ଟିକେଟ୍ ପାଇ ସୁନନ୍ଦା ବିଧାୟକ ହୋଇଥିଲେ। ତେବେ ୨୦୨୪ରେ ଦଳ ତାଙ୍କୁ ଟିକେଟ ଦେଇ ନଥିଲା। ତାଙ୍କ ବଦଳରେ ବରୀ ଆସନରୁ ବିଶ୍ୱରଞ୍ଜନ ମଲ୍ଲିକଙ୍କୁ ଦଳ ପ୍ରାର୍ଥୀ କରିଥିଲା। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.