ପ୍ରମୂଖ ଖବର
  • ସାଲେପୁର : ଝରକା ଚାଡ଼ି ୩ ଘରୁ ଚୋରି, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଗଞ୍ଜାମ : ୧୧କେଭି ତାର ଲାଗି ଜଣେ ମୃତ, ଜଣେ ଗୁରୁତର
  • ||
  • ବାଲେଶ୍ଵର : ବାଇକ୍‌କୁ ଧକ୍କା ଦେଲା ମାଲବାହୀ ଟ୍ରକ୍; ଜଣେ ମୃତ,୨ ଗୁରୁତର
  • ||
  • ସୁନ୍ଦରଗଡ଼ : ପୂଜା ଦେଖିବାକୁ ଆସିଥିବା ବେଳେ ଯୁବତୀଙ୍କୁ ଗଣଦୁଷ୍କର୍ମ, ୩ ଅଟକ
  • ||
  • ଉଦଳା : ସରକାରୀ ଡାକ୍ତରଖାନାରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ , ଚିକିତ୍ସା ଅଭାବରୁ ଚାଲିଗଲା ଶିଶୁକନ୍ୟାର ଜୀବନ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ବ୍ରହ୍ମପୁର : ନକଲି ଗୁଟଖା କମ୍ପାନିରେ ଚଢାଉ; ନକଲି ଗୁଟଖା, ଗୁଟଖା ସାମଗ୍ରୀ ଏବଂ ମେସିନ ଠାବ
  • ||
  • ଦିଗପହଣ୍ଡି : ବାର୍ଦ୍ଧକ୍ୟ ଭତ୍ତା ଆଣିବାକୁ ଯାଇ କେନାଲରେ ଭାସିଗଲେ ବୃଦ୍ଧା,୧୦ ଘଣ୍ଟା ପରେ ମୃତଦେହ ଉଦ୍ଧାର
  • ||
  • ଆସ୍କା : ଟ୍ରକ୍‌କୁ ପିଟିଲା ପିକଅପ୍‌ ଭ୍ୟାନ୍‌, ୨ ମୃତ
  • ||
  • ଗୁରୁବାରଠୁ ଭାରତ- ବାଂଲାଦେଶ ପ୍ରଥମ ଟେଷ୍ଟ: ଚିପକ୍‌ରେ ରାଜୁତି କରିବେ ସ୍ପିନର୍‌, ଫେରିବେ ପନ୍ତ ଏବଂ ରାହୁଲ
  • ||
  • ମୋହନାରେ ଟ୍ରକ୍‌-ବାଇକ୍‌ ଧକ୍କା, ୨ ବାଇକ୍‌ ଆରୋହୀ ମୃତ
  • ||
  • ଭୁବନେଶ୍ୱର : ରାଜଧାନୀରେ ବୋମା ମାଡ଼; ସିସିଟିଭିରେ କଏଦ ହେଲା ଦୃଶ୍ୟ, ଦୁର୍ବୃତ୍ତଙ୍କୁ ଖୋଜୁଛି ପୋଲିସ
  • ||
  • ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୧୦୦ ଦିନର ସଫଳତା ସମାବେଶ ଓ ପ୍ରଦର୍ଶନୀରେ ଯୋଗଦେବେ
  • ||
  • ୨୨ରୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ଆହୁରି ବିଗିଡ଼ିପାରେ ବାଲେଶ୍ୱର, ମୟୂରଭଞ୍ଜ ସ୍ଥିତି
  • ||

ବାଜ୍ୟାପ୍ତି ହେବ କୋଟିପତି ପୂର୍ବତନ ମ୍ୟୁନିସିପାଲ ଇଞ୍ଜିନିୟରଙ୍କ ସମ୍ପତ୍ତି

ଭୁବନେଶ୍ଵର, ୨୪/୦୮ : ପୂର୍ବତନ ଭୁବନେଶ୍ୱର ମ୍ୟୁନିସିପାଲ ଇଞ୍ଜିନିୟରଙ୍କ ବାଜ୍ୟାପ୍ତି ହେବ ସମ୍ପତ୍ତି। ପୂର୍ବତନ ମ୍ୟୁନିସିପାଲ ଇଞ୍ଜିନିୟର ସୁବାଷ ଚନ୍ଦ୍ର ମିଶ୍ରଙ୍କ ୫ କୋଟି ୮୬ ଲକ୍ଷ ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତି କରାଯିବ। ଟଙ୍କପାଣି ରୋଡରେ ଥିବା ଦୁଇ ମହଲା ଘର ଏବଂ ଭୀମପୁରରେ ଥିବା ଏକ ମହଲା ଘର, ଅଢେଇ କିଲୋ ସୁନା ଗହଣା, ବ୍ୟାଙ୍କ ଇନ୍ସୁରାନ୍ସ ବାଜ୍ୟାପ୍ତି କରିବା ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। 

ସୂଚନାନୁଯାୟୀ, ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୨୦୦୪ ମସିହାରେ ସୁବାଷ ଚନ୍ଦ୍ର ମିଶ୍ରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଥିଲା। ସେହି ସମୟରେ ତାଙ୍କର ଆୟଠାରୁ ଯଥେଷ୍ଟ ଅଧିକ ସମ୍ପତ୍ତି ଜବତ କରାଯାଇଥିଲା । ସେତେବେଳେ ସୁବାଷ ଭୁବନେଶ୍ୱର ମ୍ୟୁନିସିପାଲ କର୍ପୋରେସନରେ ଇଞ୍ଜିନିୟର ଥିଲେ। କାର୍ଯ୍ୟକାଳ ସମୟରେ ତାଙ୍କ ନାଁରେ ଦୁର୍ନୀତି ନେଇ ଅଭିଯୋଗ ଆସିଥିଲା। ଦୀର୍ଘ ୨୨ ବର୍ଷ ପରେ ମାମଲାର ରାୟ ଆସିବା ସହ ସମ୍ପତ୍ତି ବାଜ୍ୟାପ୍ତି ନେଇ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.