ପ୍ରମୂଖ ଖବର
  • ଭୁବନେଶ୍ୱର: ୧୯ରେ ବିଜେଡି ବିଧାୟକ ଦଳ ବୈଠକ, ଅଧକ୍ଷତା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ
  • ||
  • ଦାର୍ଜିଲିଂରେ ଭୟଙ୍କର ଟ୍ରେନ୍ ଦୁର୍ଘଟଣା, ଏକ୍ସପ୍ରେସ୍ ଟ୍ରେନ୍‌କୁ ପଛ ପଟୁ ଧକ୍କା ଦେଲ ମାଲବାହୀ ଟ୍ରେନ୍, ୮ ଯାତ୍ରୀ ମୃତ, ୨୦ରୁ ଅଧିକ ଆହତ
  • ||
  • ନୀଳଗିରି: ରଜ ଉତ୍ସବରେ ଅଘଟଣ।ଝାଡ଼ାବାନ୍ତି ରେ ୯ ଗୁରୁତର ,୨ ଅସୁସ୍ଥ
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ନୀତି, ମଙ୍ଗଳବାର ଋକ୍ମିଣୀ ବିବାହ ଉତ୍ସବ
  • ||
  • ସରିଲା ଗ୍ରୀଷ୍ମ ଛୁଟି, କାଲିଠୁ ଖୋଲିବ ସ୍କୁଲ: ଶିକ୍ଷକ ଆସି କରିବେ ସମସ୍ତ ବ୍ୟବସ୍ଥା
  • ||
  • ନୂଆପଡା ଲଛିପୁର ଛକରେ ଟ୍ରାକ୍ଟର୍କୁ ପିଟିଲା କାର, ମର୍ମନ୍ତୁଦ ଦୁର୍ଘଟଣାରେ ଚାଲିଗଲା ୪ ଜୀବନ
  • ||
  • ନାକେଦମ୍‌ କଲାଣି ଭୀଷଣ ତାତି ସାଙ୍ଗକୁ ଗୁଳୁଗୁଳି: ଆଗଉନି ମୌସୁମୀ, ବର୍ଷା ଗାଏବ
  • ||

ଲାଞ୍ଚ ନେଇ ଚାକିରିରୁ ବହିଷ୍କୃତ ହେଲେ ପୂର୍ବତନ ଜୁନିୟର ଆକାଉଣ୍ଟାଣ୍ଟ

ଗଜପତି, ୧୮/୫: ଚାକିରିରୁ ବିଦା ହେଲେ ଶିକ୍ଷା ବିଭାଗର ପୂର୍ବତନ ଜୁନିଅର ଆକାଉଣ୍ଟାଣ୍ଟ । ଗଜପତି ଜିଲ୍ଲା ଶିକ୍ଷା ବିଭାଗର ପୂର୍ବତନ ଜୁନିଅର ଆକାଉଣ୍ଟାଣ୍ଟ ବି ଚନ୍ଦ୍ରଶେଖର ବେହେରା ଲାଞ୍ଚ ନେବା ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହେବା ପରେ ରାଜ୍ୟ ସରକାର ତାଙ୍କୁ  ଚାକିରିରୁ ବହିଷ୍କୃତ କରିଛନ୍ତି।  

ସୂଚନା ମୁତାବକ, ଚନ୍ଦ୍ରଶେଖର ବେହେରା  ଏରିଅର ବିଲ୍ ପ୍ରସ୍ତୁତି ଏବଂ ପାସ୍ ପାଇଁ ଜଣେ ସ୍କୁଲ ଶିକ୍ଷକଙ୍କଠାରୁ ଲାଞ୍ଚ ଦାବି ଏବଂ ଗ୍ରହଣ କରିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ। ଏହାପରେ ସେ  ସ୍ୱତନ୍ତ୍ର ବିଚାରପତି ଭିଜିଲାନ୍ସ, ଦ୍ୱାରା ଦୋଷୀ ସାବ୍ୟସ୍ତ ହୋଇଥିଲେ ଏବଂ ୨ ବର୍ଷ ପାଇଁ କଠୋର କାରାଦଣ୍ଡାଦେଶ ସହ ୫ ହଜାର ଟଙ୍କା ଜରିମାନା ଆଦାୟ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ସେହିପରି ଜରିମାନା ଦିଆ ନ ହେଲେ କ୍ଷେତ୍ରରେ ଅଧିକ ୪ ମାସ କାରାଦଣ୍ଡାଦେଶ ଦେଇଥିଲେ। 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.