ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ବିଜେଡିରୁ ଇସ୍ତଫା ଦେଲେ ଖଲ୍ଲିକୋଟ୍ ପୂର୍ବତନ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ

ଭୁବନେଶ୍ବର ୨୫/୦୩: ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲ ଖଲ୍ଲିକୋଟ୍ର ପୂର୍ବତନ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ। ଦଳ ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ପଠାଇଲେ ଇସ୍ତଫା ପତ୍ର। ଓଡିଶାବାସୀଙ୍କୁ  ସେବା କରିବାକୁ ସୁଯୋଗ ଦେଇଥିବାରୁ ଦଳ ସୁପ୍ରିମୋଙ୍କୁ ଇସ୍ତଫା ପତ୍ରରେ ଧନ୍ୟବାଦ ଜଣାଇଛନ୍ତି। ତେବେ ଆଗକୁ ଦେଖିବାକୁ ବାକି ରହିଲା ଶ୍ରୀ ସେଠୀ କେଉଁ ଦଳରେ ଯୋଗ ଦେଇଛନ୍ତି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.