ପ୍ରମୁଖ ଖବର
  • କଂଗ୍ରେସ ସ୍କ୍ରିନିଂ କମିଟି ବୈଠକ, ୧୫ ସୁଦ୍ଧା ଘୋଷେଣା ହେବ ପ୍ରାର୍ଥୀ ତାଲିକା
  • ||
  • କ୍ୟାପିଟାଲ ହସ୍ପିଟାଲରେ ମହିଳାଙ୍କୁ ଦୁର୍ବ୍ୟବହାର, ଧାରଣାରେ ବସିଲେ ସିକ୍କ୍ୟୁରିଟ୍ ଓ ସଫୋଇ କର୍ମୀ
  • ||
  • ବିଜେଡି ଛାଡିଲେ ପୂର୍ବତନ ରାଜ୍ୟ ଯୁବ ଉପସଭାପତି ରାକେଶ ନାୟକ
  • ||
  • ଆଜି ଆସିବ ବିଜେପି ଦ୍ବିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା, ଘୋଷଣା ହୋଇପାରେ ୨୫ ପ୍ରାର୍ଥୀଙ୍କ ନା
  • ||
  • ରୋଷେୟାକୁ ହାଣିଲା ହୋଟେଲ ମାଲିକ, ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ
  • ||
  • ଅବକାରୀ ବିଭାଗ ହାଜତରେ ଥାର୍ଡ ଡିଗ୍ରୀ ! ମଦ ବ୍ୟବସାୟୀ ଗୁରୁତର, ହତ୍ୟା ଉଦ୍ୟମ ଅଭିଯୋଗ
  • ||
  • ବେଲଗାମ ବୟାନ ଉପରେ ଲାଗିବ ଅଙ୍କୁଶ, ନିର୍ବାଚନ କମିଶନ ଆଣିବେ ନୂଆ ମାର୍ଗଦର୍ଶିକା
  • ||
  • ମାର୍ଗଦର୍ଶିକା ଜାରି କଲେ କେନ୍ଦ୍ର ସରକାର ଇସ୍ରାଏଲ, ଇରାନକୁ ଯାତ୍ରା ବାରଣ
  • ||
  • ୭୭ବର୍ଷରେ ପାଦ ଦେଲା ସ୍ୱପ୍ନର ସହର ଭୁବନେଶ୍ୱର, ୧୯୪୮ ମସିହାରେ ହୋଇଥିଲା ଗଠନ
  • ||
  • IPL 2024: ପଞ୍ଜାବ କିଙ୍ଗ୍‌ସ- ରାଜସ୍ଥାନ ରୟାଲ୍ସ ମୁକାବିଲା, ମୁଲନପୁରରେ ହେବ ପେସ୍‌ ଟେଷ୍ଟ୍‌
  • ||
  • ଶନିବାରଠୁ ୬ ଦିନ ଜଳାଇବ ତାତି, ୬ରୁ ୮ ଡିଗ୍ରୀ ବଢ଼ିଯିବ ତାପମାତ୍ରା;୧୪ରୁ ପୁଣି ନିର୍ଘାତ ଖରା
  • ||

ବିଜେଡିରୁ ଇସ୍ତଫା ଦେଲେ ଖଲ୍ଲିକୋଟ୍ ପୂର୍ବତନ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ

ଭୁବନେଶ୍ବର ୨୫/୦୩: ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲ ଖଲ୍ଲିକୋଟ୍ର ପୂର୍ବତନ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ। ଦଳ ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ପଠାଇଲେ ଇସ୍ତଫା ପତ୍ର। ଓଡିଶାବାସୀଙ୍କୁ  ସେବା କରିବାକୁ ସୁଯୋଗ ଦେଇଥିବାରୁ ଦଳ ସୁପ୍ରିମୋଙ୍କୁ ଇସ୍ତଫା ପତ୍ରରେ ଧନ୍ୟବାଦ ଜଣାଇଛନ୍ତି। ତେବେ ଆଗକୁ ଦେଖିବାକୁ ବାକି ରହିଲା ଶ୍ରୀ ସେଠୀ କେଉଁ ଦଳରେ ଯୋଗ ଦେଇଛନ୍ତି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.