ପ୍ରମୁଖ ଖବର
  • ନୀଳଗିରିରେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ମାରାଥନ ପ୍ରଚାର
  • ||
  • ଚିଲିକାରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ପୁରୀ ଲୋକସଭା ପ୍ରାର୍ଥୀଙ୍କ ପାଇଁ ଭୋଟ୍ ଅପିଲ୍ କଲେ
  • ||
  • ଟିମ୍‌ ଇଣ୍ଡିଆ ମୁଖ୍ୟ କୋଚ୍‌ ରେସ୍, ମାହେଲା ଜୟବର୍ଦ୍ଧନେଙ୍କୁ ବିସିସିଆଇର ପ୍ରସ୍ତାବ
  • ||
  • ଜୁଲାଇ ୪ରେ ବ୍ରିଟେନରେ ସାଧାରଣ ନିର୍ବାଚନ, ଆସନ୍ତା ସପ୍ତାହରେ ଭଙ୍ଗ ହେବ ସଂସଦ
  • ||
  • ଷଷ୍ଠ ପର୍ଯ୍ୟାୟ ନିର୍ବାଚନ ପାଇଁ କାଉଣ୍ଟଡାଉନ୍ ଆରମ୍ଭ: ଗୁରୁବର ସନ୍ଧ୍ୟା ସରିବ ପ୍ରଚାର, ଶନିବାର ୫୮ ଆସନରେ ମତଦାନ
  • ||
  • କଣାସରେ ଘର ଭିତରକୁ ପଶିଗଲା ଟ୍ରାକ୍ଟର, ଦୁର୍ଘଟଣାରେ ଚାଲିଗଲା ଚାଳକଙ୍କ ଜୀବନ
  • ||
  • ମେ’ ୨୯ରେ ପୁଣି ଓଡ଼ିଶା ଆସିବେ ମୋଦି, ୨୬ରେଭଦ୍ରକରେ ଭୋଟ୍‌ ମାଗିବେ ରାହୁଲ, ବାଲେଶ୍ୱରକୁ ଖଡ୍‌ଗେ
  • ||
  • ରଥ ଖଳା ହାଲ୍‌ଚାଲ୍‌...ରଥ ଗୁଜରେ ନୃସିଂହ ମୁଖ ଅଙ୍କନ, ରୂପକାରଙ୍କ କାର୍ଯ୍ୟାରମ୍ଭ, ଅର ଅନୁକୂଳ କଲେ ବିଶ୍ୱକର୍ମା
  • ||
  • ସନ୍ଧ୍ୟାରେ ସରିବ ତୃତୀୟ ପର୍ଯ୍ୟାୟ ଭୋଟ୍‌ ପ୍ରଚାର, ଶନିବାର ୬ ଲୋକସଭା, ୪୨ ବିଧାନସଭାରେ ଭୋଟ୍‌
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ୨୪ ସୁଦ୍ଧା ଅବପାତ, ୨୫ରେ ଗଭୀର ଅବପାତ ସମ୍ଭାବନା, ଭଦ୍ରକ ଏବଂ ବାଲେଶ୍ୱରରେ ବର୍ଷିବ
  • ||

କଂଗ୍ରେସ ଛାଡିଲେ ପୂର୍ବତନ ବିଧାୟକ ଚିତ୍ତରଂଜନ ଷଡ଼ଙ୍ଗୀ

ନୀଳଗିରି,୭/୫ : କଂଗ୍ରେସ ଦଳ ଛାଡିଲେ ବାଲେଶ୍ଵର ଜିଲ୍ଲା ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଂଜନ ଷଡ଼ଙ୍ଗୀ। ସେ ତାଙ୍କର ଇସ୍ତଫା ପତ୍ର ଏଆଇସିସି ସଭାପତିଙ୍କୁ ପଠାଇଛନ୍ତି। 

ନୀଳଗିରି ବିଧାୟକ ପ୍ରାର୍ଥୀ ପାଇଁ ଥିଲେ ଆଶାୟୀ। କିନ୍ତୁ କଂଗ୍ରେସରୁ ତାଙ୍କୁ ଟିକେଟ ଦିଆଯାଇ ନ ଥିଲା। କଂଗ୍ରେସ ଦଳରେ ରହି ସଂଗଠନ ମଜବୁତ କରିଥିବା ବେଳେ ତାଙ୍କୁ ହାଇକମାଣ୍ଡ ଅଣଦେଖା କରିବା ବେଶ ବାଧିଥିବା କହିଛନ୍ତି। ସ୍ୱାଧୀନ ଭାବେ ବାଲେଶ୍ଵର ସାଂସଦ ଛିଡା  ହେବି। ଏନେଇ ସାମ୍ବାଦିକ ସମ୍ମିଳନୀ  କରି ସେ  ସୂଚନା ଦେଇଛନ୍ତି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.