ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

କଂଗ୍ରେସ ଛାଡିଲେ ପୂର୍ବତନ ବିଧାୟକ ଚିତ୍ତରଂଜନ ଷଡ଼ଙ୍ଗୀ

ନୀଳଗିରି,୭/୫ : କଂଗ୍ରେସ ଦଳ ଛାଡିଲେ ବାଲେଶ୍ଵର ଜିଲ୍ଲା ନୀଳଗିରିର ପୂର୍ବତନ ବିଧାୟକ ଚିତ୍ତରଂଜନ ଷଡ଼ଙ୍ଗୀ। ସେ ତାଙ୍କର ଇସ୍ତଫା ପତ୍ର ଏଆଇସିସି ସଭାପତିଙ୍କୁ ପଠାଇଛନ୍ତି। 

ନୀଳଗିରି ବିଧାୟକ ପ୍ରାର୍ଥୀ ପାଇଁ ଥିଲେ ଆଶାୟୀ। କିନ୍ତୁ କଂଗ୍ରେସରୁ ତାଙ୍କୁ ଟିକେଟ ଦିଆଯାଇ ନ ଥିଲା। କଂଗ୍ରେସ ଦଳରେ ରହି ସଂଗଠନ ମଜବୁତ କରିଥିବା ବେଳେ ତାଙ୍କୁ ହାଇକମାଣ୍ଡ ଅଣଦେଖା କରିବା ବେଶ ବାଧିଥିବା କହିଛନ୍ତି। ସ୍ୱାଧୀନ ଭାବେ ବାଲେଶ୍ଵର ସାଂସଦ ଛିଡା  ହେବି। ଏନେଇ ସାମ୍ବାଦିକ ସମ୍ମିଳନୀ  କରି ସେ  ସୂଚନା ଦେଇଛନ୍ତି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.