ପ୍ରମୁଖ ଖବର
  • ଭୁବନେଶ୍ୱର : ଜାତୀୟ ସ୍ତରୀୟ ଗବେଷଣା ସୁଯୋଗ, ମୁଖ୍ୟମନ୍ତ୍ରୀ ରିସର୍ଚ୍ଚ ଫେଲୋସିପ୍‌ ପାଇଁ ୩୦୦ ଶିକ୍ଷାର୍ଥୀ ଚୟନ
  • ||
  • ଭୁବନେଶ୍ୱର : ମହିଳାଙ୍କ ସୁରକ୍ଷା ପାଇଁ ନିଯୁକ୍ତ ହୋଇଥିଲେ; ତାଲିମ ନେଇଥିଲେ ୨୪୮ ଜଣ, ଏବେ ବନ୍ଦ ହୋଇଗଲା ଏସ୍‌ଓପି ବ୍ୟବସ୍ଥା
  • ||
  • ପଶ୍ଚିମବଙ୍ଗରେ ଥମୁନି ନିର୍ବାଚନୀ ହିଂସା, ଜଣେ ଟିଏମସି କର୍ମୀଙ୍କୁ ହତ୍ୟା, ପୁଣି ବିଜେପି ବିରୋଧରେ ଦଳ ଆଣିଲା ଅଭିଯୋଗ
  • ||
  • ବାଂଲାଦେଶ ମୁହାଁ ବାତ୍ୟା, ପ୍ରଭାବରେ ୪ଜିଲ୍ଲାରେ ବର୍ଷା ଓ ପବନ ସମ୍ଭାବନା, ୪ ଜିଲ୍ଲାପାଳଙ୍କୁ ଏସଆରସିଙ୍କ ଆଲର୍ଟ
  • ||
  • ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ, ୬ ଲୋକସଭା ଓ ୪୨ ବିଧାନସଭା ଆସନରେ ଭୋଟିଂ, ୪୪୭ ପ୍ରାର୍ଥୀଙ୍କ ହେବ ଭାଗ୍ୟ ପରୀକ୍ଷା
  • ||
  • ଦେଶରେ ଷଷ୍ଠ ପର୍ଯ୍ୟାୟ ମତଦାନ, ୬ ରାଜ୍ୟ ଓ ୨ କେନ୍ଦ୍ରଶାସିତ ଅଞ୍ଚଳରେ ଚାଲିଛି ଭୋଟ୍, ୫୮ ସଂସଦୀୟ କ୍ଷେତ୍ରରେ ମତଦାନ ଆରମ୍ଭ
  • ||
  • ସୃଷ୍ଟି ହେଲା ଅବପାତ: ୨୫ ରାତିରୁ ଉପକୂଳରେ ବର୍ଷା, ୨୬ରେ ଭୀଷଣ ବାତ୍ୟା ରୂପ ନେବ
  • ||

ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝୀ ବିଜେଡିରୁ ନିଲମ୍ବିତ

ସୁନ୍ଦରଗଡ, ୧୨।୫ ବିଜେଡିରୁ ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝୀ ନିଲମ୍ବିତ । ଦଳ ବିରୋଧୀ କାର୍ଯ୍ୟ ପାଇଁ ଦଳର  ସୁପ୍ରିମୋ ନବୀନ ପଟ୍ଟନାୟକ ବହିଷ୍କାର କରିଛନ୍ତି। ତଳସରାର ପୂର୍ବତନ ବିଧାୟକ  ହେଉଛନ୍ତି ପ୍ରଫୁଲ୍ଲ ମାଝୀ । 

ସୁନ୍ଦରଗଡ ଜିଲ୍ଲା  ତଳସରା ନିର୍ବାଚନମଣ୍ଡଳୀରୁ କଂଗ୍ରେସ ଟିକେଟରେ  ୩ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ ପ୍ରଫୁଲ ମାଝୀ। ୨୦୦୬ରେ ଉପନିର୍ବାଚନରେ ଲଢି ସେ ପ୍ରଥମେ ବିଧାନସଭାକୁ ଆସିଥିଲେ। ପରେ ୨୦୦୯ ଓ ୨୦୧୪ରେ ସେ ବିଜୟୀ ହୋଇଥିଲେ। ୨୦୧୯ରେ ସେ ନିର୍ବାଚନରେ ପରାଜୟ ହୋଇଥିଲେ। ପରବର୍ତ୍ତି ସମୟରେ କଂଗ୍ରେସ ଛାଡି ବିଜେଡିରେ ସାମିଲ ହୋଇଥିଲେ। 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.