ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ବିଜେପି ଛାଡି ବିଜେଡିରେ ସାମିଲ ହେଲେ ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡା

ଭୁବନେଶ୍ବର,୧୫।୫ : ସାଧାରଣ ନିର୍ବାଚନ ପୂର୍ବରୁ ବ୍ରଜରାଜନଗରରେ ବିଜେପିକୁ ଶକ୍ତ ଝଟକା ଲାଗିଛି। ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡା ବିଜେପି ଛାଡିଛନ୍ତି।  ସେ ନିଜ ଇସ୍ତଫାପତ୍ର  ବିଜେପି ରାଜ୍ୟ ସଭାପତିଙ୍କୁ ପଠାଇଛନ୍ତି। ତେବେ ବିଜେପିରୁ ଇସ୍ତଫା ଦେବା ସହ ସେ ବିଜେଡିରେ ସାମିଲ ହୋଇଛନ୍ତି। ବିଜେଡି ସାଂଗଠିନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ଉପସ୍ଥିତିରେସେ ବିଜେଡିରେ ସାମିଲ ହୋଇଛନ୍ତି।

 ୨୦୧୪ରେ ସେ ବ୍ରଜରାଜନଗରରୁ ବିଧାୟିକା ଭାବେ ନିର୍ବାଚିତ ହୋଇଥିଲେ। ୨୦୨୪ ରେ ଟିକେଟ ପାଇଁ ସେ ଆଶାୟୀ ଥିଲେ। କିନ୍ତୁ ବିଜେପି ତାଙ୍କ ପରିବର୍ତେ ସୁରେଶ ପୂଜାରୀଙ୍କୁ  ବ୍ରଜରାଜନଗରରୁ ପ୍ରାର୍ଥୀ କରିଥିଲା। ଏହାକୁ ନେଇ ସେ ଅସନ୍ତୋଷ ଥିଲେ। 

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.