ପ୍ରମୂଖ ଖବର

କଂଗ୍ରେସ ଛାଡିଲେ ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ

ଭୁବନେଶ୍ବର,୨୮।୩ : କଂଗ୍ରେସ ଛାଡିଲେ ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ। ସେ କଂଗ୍ରେସରୁ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଉଥିବା ଉଲ୍ଲେଖ କରି ଏଆଇସିସି ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେଙ୍କ ପାଖକୁ ଇସ୍ତଫା ପତ୍ର ପଠାଇଛନ୍ତି। ଦୀର୍ଘ ୩୮ ବର୍ଷ ଦଳରେ ରହି ଲୋକଙ୍କ ସେବା କରିବାର ସୁଯୋଗ ଦେଇଥିବାରୁ ସେ କୃତଜ୍ଞତା ଜଣାଇଛନ୍ତି। ଟିଟିଲାଗଡର ପୂର୍ବତନ ବିଧାୟକ ସୁରେନ୍ଦ୍ର ୩ ଥର ବିଧାୟକ ରହିଛନ୍ତି। ବର୍ତ୍ତମାନ ସେ  ବଲାଙ୍ଗୀର ଜିଲ୍ଲା ସଭାପତି ଦାୟିତ୍ବରେ ରହିଥିଲେ।  

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.