ପ୍ରମୁଖ ଖବର
  • ଭୁବନେଶ୍ୱର : ଜାତୀୟ ସ୍ତରୀୟ ଗବେଷଣା ସୁଯୋଗ, ମୁଖ୍ୟମନ୍ତ୍ରୀ ରିସର୍ଚ୍ଚ ଫେଲୋସିପ୍‌ ପାଇଁ ୩୦୦ ଶିକ୍ଷାର୍ଥୀ ଚୟନ
  • ||
  • ଭୁବନେଶ୍ୱର : ମହିଳାଙ୍କ ସୁରକ୍ଷା ପାଇଁ ନିଯୁକ୍ତ ହୋଇଥିଲେ; ତାଲିମ ନେଇଥିଲେ ୨୪୮ ଜଣ, ଏବେ ବନ୍ଦ ହୋଇଗଲା ଏସ୍‌ଓପି ବ୍ୟବସ୍ଥା
  • ||
  • ପଶ୍ଚିମବଙ୍ଗରେ ଥମୁନି ନିର୍ବାଚନୀ ହିଂସା, ଜଣେ ଟିଏମସି କର୍ମୀଙ୍କୁ ହତ୍ୟା, ପୁଣି ବିଜେପି ବିରୋଧରେ ଦଳ ଆଣିଲା ଅଭିଯୋଗ
  • ||
  • ବାଂଲାଦେଶ ମୁହାଁ ବାତ୍ୟା, ପ୍ରଭାବରେ ୪ଜିଲ୍ଲାରେ ବର୍ଷା ଓ ପବନ ସମ୍ଭାବନା, ୪ ଜିଲ୍ଲାପାଳଙ୍କୁ ଏସଆରସିଙ୍କ ଆଲର୍ଟ
  • ||
  • ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ, ୬ ଲୋକସଭା ଓ ୪୨ ବିଧାନସଭା ଆସନରେ ଭୋଟିଂ, ୪୪୭ ପ୍ରାର୍ଥୀଙ୍କ ହେବ ଭାଗ୍ୟ ପରୀକ୍ଷା
  • ||
  • ଦେଶରେ ଷଷ୍ଠ ପର୍ଯ୍ୟାୟ ମତଦାନ, ୬ ରାଜ୍ୟ ଓ ୨ କେନ୍ଦ୍ରଶାସିତ ଅଞ୍ଚଳରେ ଚାଲିଛି ଭୋଟ୍, ୫୮ ସଂସଦୀୟ କ୍ଷେତ୍ରରେ ମତଦାନ ଆରମ୍ଭ
  • ||
  • ସୃଷ୍ଟି ହେଲା ଅବପାତ: ୨୫ ରାତିରୁ ଉପକୂଳରେ ବର୍ଷା, ୨୬ରେ ଭୀଷଣ ବାତ୍ୟା ରୂପ ନେବ
  • ||

ବିଜେଡିକୁ ବାଏ ବାଏ କହିଲେ ପୂର୍ବତନ ସାଂସଦ ରବି ନାରାୟଣ ମହାପାତ୍ର

ଭୁବନେଶ୍ୱର ୦୩/୦୫: ବିଜୁ ଜନତା ଦଳ ଛାଡ଼ିଲେ ପୂର୍ବତନ ରାଜ୍ୟସଭା ସାଂସଦ ରବି ନାରାୟଣ ମହାପାତ୍ର। ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଦେଲେ ଇସ୍ତଫ। |ବିଜେଡି ସୁପ୍ରିମୋଙ୍କ ପାଖକୁ ପଠାଇଲେ ଇସ୍ତଫା ପତ୍ର। ଦଳରେ କ୍ରମାଗତ ଅଣଦେଖା ପାଇଁ ବିଜେଡିକୁ ଛାଡିଛନ୍ତି ଦେଇଥିବା ସୂଚନା।

ସୂଚନା ମୁତାବିକ,  ୨୦୧୪ରୁ ୨୦୧୯ ପର୍ଯ୍ୟନ୍ତ ରଣପୁର ବିଧାୟକ ଥିଲେ ରବି ନାରାୟଣ ମହାପାତ୍ର। ୨୦୧୨ରୁ ୨୦୧୪ ପର୍ଯ୍ୟନ୍ତ ବିଜେଡିର ରାଜ୍ୟସଭା ସାଂସଦ ଭାବେ ନିର୍ବାଚିତ ହୋଇଥିଲେ। ବର୍ତ୍ତମାନ ଦଳରେ କ୍ରମାଗତ ଅଣଦେଖ ହେବାରୁ ବିଜେଡିକୁ ଛାଡିଥିବା ସୂଚନା ଦେଲେ ରବି ନାରାୟଣ ମହାପାତ୍ର।


  • prameyanews
  • PrameyaOdia
  • prameya
  • General Election 2024
  • Odisha election 2024
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.